୧୫୦ ପରିବାରକୁ ଔଷଧୀୟ ମଶାରି ବଣ୍ଟନ
ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ):ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଗ୍ରୀନବାଡ଼ି ପଞ୍ଚାୟତରେ ଔଷଧୀୟ ମଶାରି ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥ, ସିଡିପିଓ ସାରାଣୀ ପଣ୍ଡା, ସବ୍ଇନ୍ସପେକ୍ଟର ବାସନ୍ତି ବେହେରା, ଡାକ୍ତର ଅମିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ୧୫୦ ପରିବାର ଲୋକଙ୍କୁ ମଶାରି ବଣ୍ଟନ କରାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଜାକେଶ ସାମନ୍ତରାୟ କହିଛନ୍ତି। The post ୧୫୦ ପରିବାରକୁ ଔଷଧୀୟ ମଶାରି ବଣ୍ଟନ appeared first on Dharitri Odia News.
ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ):ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଗ୍ରୀନବାଡ଼ି ପଞ୍ଚାୟତରେ ଔଷଧୀୟ ମଶାରି ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥ, ସିଡିପିଓ ସାରାଣୀ ପଣ୍ଡା, ସବ୍ଇନ୍ସପେକ୍ଟର ବାସନ୍ତି ବେହେରା, ଡାକ୍ତର ଅମିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ୧୫୦ ପରିବାର ଲୋକଙ୍କୁ ମଶାରି ବଣ୍ଟନ କରାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଜାକେଶ ସାମନ୍ତରାୟ କହିଛନ୍ତି।
The post ୧୫୦ ପରିବାରକୁ ଔଷଧୀୟ ମଶାରି ବଣ୍ଟନ appeared first on Dharitri Odia News.