୧୬ ବର୍ଷ ପରେ ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ; ଗୁହାରି ଶୁଣିଲେ ମୁଖ୍ୟମନ୍ତ୍ରୀ
ଦୀର୍ଘ ୧୬ ବର୍ଷ ପରେ ଚଳଚଞ୍ଚଳ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ପ୍ରଥମ ଥର ପାଇଁ ପ୍ରକୋଷ୍ଠରେ ବସି ଲୋକଙ୍କ ଅଭିଯୋଗ ଶୁଣିଲେ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଦୀର୍ଘ ୧୬ ବର୍ଷ ପରେ ଚଳଚଞ୍ଚଳ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ପ୍ରଥମ ଥର ପାଇଁ ପ୍ରକୋଷ୍ଠରେ ବସି ଲୋକଙ୍କ ଅଭିଯୋଗ ଶୁଣିଲେ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ଟିମ୍ ୧୫୫୦ ଲୋକଙ୍କ ଅଭିଯୋଗ ଶୁଣିଥିବା ଜଣାପଡ଼ିଛି। ସେପଟେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପ୍ରତିଶ୍ରୁତି ପାଇବା ପରେ ଉତ୍ସାହିତ ହୋଇଛନ୍ତି ଅଭିଯୋଗକାରୀ । ଦେଖନ୍ତୁ ପୂରା ରିପୋର୍ଟ ।