୧୬ ଯାଏ ଶୁଖିଲା ପାଗ
ଭୁବନେଶ୍ୱର,୯ା୧୧(ଅନୁରାଧା ମହାରଣା)- ଆସନ୍ତା ୫ଦିନ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ୧୬ ତାରିଖ ଯାଏ ରାଜ୍ୟର ପ୍ରାୟ ସମସ୍ତ ଅଞ୍ଚଳରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଅନ୍ୟପଟେ ରାଜ୍ୟର କିଛି ସ୍ଥାନରେ ହାଲୁକା ଶୀତ ଅନୁଭୂତ ହେଉଥିବାବେଳେ କେତକ ସ୍ଥାନରେ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳୁଛି। ଶନିବାର ରାଜ୍ୟରେ ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୫.୦ ଡିଗ୍ରୀ ସେଲସିୟସ୍ ରହିଥିବାବେଳେ ସର୍ବନିମ୍ନ ତାପାମାତ୍ରା ଦାରିଙ୍ଗିବାଡିରେ ୧୬.୦ […] The post ୧୬ ଯାଏ ଶୁଖିଲା ପାଗ appeared first on Dharitri Odia News.
ଭୁବନେଶ୍ୱର,୯ା୧୧(ଅନୁରାଧା ମହାରଣା)- ଆସନ୍ତା ୫ଦିନ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ୧୬ ତାରିଖ ଯାଏ ରାଜ୍ୟର ପ୍ରାୟ ସମସ୍ତ ଅଞ୍ଚଳରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଅନ୍ୟପଟେ ରାଜ୍ୟର କିଛି ସ୍ଥାନରେ ହାଲୁକା ଶୀତ ଅନୁଭୂତ ହେଉଥିବାବେଳେ କେତକ ସ୍ଥାନରେ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳୁଛି। ଶନିବାର ରାଜ୍ୟରେ ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୫.୦ ଡିଗ୍ରୀ ସେଲସିୟସ୍ ରହିଥିବାବେଳେ ସର୍ବନିମ୍ନ ତାପାମାତ୍ରା ଦାରିଙ୍ଗିବାଡିରେ ୧୬.୦ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।
The post ୧୬ ଯାଏ ଶୁଖିଲା ପାଗ appeared first on Dharitri Odia News.