୧୭ ରେ ଓଡ଼ିଶା ଆସିବେ ନୀତୀନ ଗଡ଼କରି, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
ଓଡ଼ିଶା ଆସୁଛନ୍ତି ନୀତୀନ ଗଡ଼କରି । ୧୭ ତାରିଖରେ ଓଡ଼ିଶା ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ। କଟକରେ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ହରେକୃଷ୍ଣ ମହାତବ ଜୟନ୍ତୀ ଉତ୍ସବରେ ଯୋଗ ଦେବେ। ପରେ NHAI ପ୍ରକଳ୍ପର ସମୀକ୍ଷା କରିବେ। ଭୁବନେଶ୍ବରରେ ଆୟୋଜିତ ଏକ ସାଧାରଣ ସଭାରେ ଜାତୀୟ ରାଜପଥକୁ ନେଇ ବଡ ଘୋଷଣା କରିପାରନ୍ତି ଗଡ଼କରୀ । ଏହା ସହ ୫ହଜାର କୋଟି ଟଙ୍କାର ୧୬ଟି ପ୍ରକଳ୍ପର ଲୋକାର୍ପଣ […] The post ୧୭ ରେ ଓଡ଼ିଶା ଆସିବେ ନୀତୀନ ଗଡ଼କରି, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ appeared first on KNews Odisha.

ଓଡ଼ିଶା ଆସୁଛନ୍ତି ନୀତୀନ ଗଡ଼କରି । ୧୭ ତାରିଖରେ ଓଡ଼ିଶା ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ। କଟକରେ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ହରେକୃଷ୍ଣ ମହାତବ ଜୟନ୍ତୀ ଉତ୍ସବରେ ଯୋଗ ଦେବେ। ପରେ NHAI ପ୍ରକଳ୍ପର ସମୀକ୍ଷା କରିବେ। ଭୁବନେଶ୍ବରରେ ଆୟୋଜିତ ଏକ ସାଧାରଣ ସଭାରେ ଜାତୀୟ ରାଜପଥକୁ ନେଇ ବଡ ଘୋଷଣା କରିପାରନ୍ତି ଗଡ଼କରୀ । ଏହା ସହ ୫ହଜାର କୋଟି ଟଙ୍କାର ୧୬ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ବୋଲି ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।
The post ୧୭ ରେ ଓଡ଼ିଶା ଆସିବେ ନୀତୀନ ଗଡ଼କରି, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ appeared first on KNews Odisha.