୧୮ରୁ ଚିଲିକାରେ ପକ୍ଷୀଗଣନା

ବାଲୁଗାଁ,୧୬ା୧: ଚଳିତମାସ ୧୮ ତାରିଖରୁ ଚିଲିକାରେ ପକ୍ଷୀଗଣନା ଆରମ୍ଭ ହେବ। ୫ଟି ରେଞ୍ଜରେ ସକାଳ ୬ରୁ ୧୨ଟା ପର୍ଯ୍ୟନ୍ତ ପକ୍ଷୀଗଣନା କରାଯିବ। ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡ଼ା, ଚିଲିକାରେ ପକ୍ଷୀଗଣନା ହେବ। ଏହି ଗଣନା ପାଇଁ ୨୧ଟି ଟିମ୍‌, ପ୍ରତି ଟିମ୍‌ରେ ୪ରୁ ୫ ଜଣ ରହିବେ ବୋଲି କହିଛନ୍ତି ଡିଏଫ୍‌ଓ। ସେହିପରି ୨୦ରୁ ୨୨ ପର୍ଯ୍ୟନ୍ତ ଚିଲିକାରେ ଡଲ୍‌ଫିନ୍‌ ଗଣନା ହେବ। ସେହିପରି ଜାନୁଆରୀ ୧୮ରୁ ଭିତରକନିକାରେ ପକ୍ଷୀଗଣନା ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ରାଜନଗର […] The post ୧୮ରୁ ଚିଲିକାରେ ପକ୍ଷୀଗଣନା appeared first on Dharitri Odia News.

୧୮ରୁ ଚିଲିକାରେ ପକ୍ଷୀଗଣନା

ବାଲୁଗାଁ,୧୬ା୧: ଚଳିତମାସ ୧୮ ତାରିଖରୁ ଚିଲିକାରେ ପକ୍ଷୀଗଣନା ଆରମ୍ଭ ହେବ। ୫ଟି ରେଞ୍ଜରେ ସକାଳ ୬ରୁ ୧୨ଟା ପର୍ଯ୍ୟନ୍ତ ପକ୍ଷୀଗଣନା କରାଯିବ। ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡ଼ା, ଚିଲିକାରେ ପକ୍ଷୀଗଣନା ହେବ। ଏହି ଗଣନା ପାଇଁ ୨୧ଟି ଟିମ୍‌, ପ୍ରତି ଟିମ୍‌ରେ ୪ରୁ ୫ ଜଣ ରହିବେ ବୋଲି କହିଛନ୍ତି ଡିଏଫ୍‌ଓ। ସେହିପରି ୨୦ରୁ ୨୨ ପର୍ଯ୍ୟନ୍ତ ଚିଲିକାରେ ଡଲ୍‌ଫିନ୍‌ ଗଣନା ହେବ।

ସେହିପରି ଜାନୁଆରୀ ୧୮ରୁ ଭିତରକନିକାରେ ପକ୍ଷୀଗଣନା ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ରାଜନଗର ଜଙ୍ଗଲ ବିଭାଗ ଦ୍ବାରା ରାଜନଗର, କନିକା, ଗହୀରମଥା, ମହାକାଳପଡା ଏବଂ କୁଜଙ୍ଗ ଆଦି ପାଞ୍ଚଟି ରେଞ୍ଜ୍‌ରେ ପକ୍ଷୀଗଣନା କରାଯିବ।

The post ୧୮ରୁ ଚିଲିକାରେ ପକ୍ଷୀଗଣନା appeared first on Dharitri Odia News.