୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୧୬।୭: ଆସନ୍ତା ୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି। ଯେଉଁଥିରେ ନଡ୍ଡା ଯୋଗ ଦେବେ ବୋଲି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ମଙ୍ଗଳବାର ସୂଚନା ଦେଇଛନ୍ତି। ତେବେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ନାହିଁ। ବୈଠକରେ ଆଗାମୀ ଦିନର ରଣନୀତି ଓ କାର୍ଯ୍ୟପନ୍ଥା ଦଳ ପ୍ରସ୍ତୁତ […] The post ୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ appeared first on Dharitri Odia News.

୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୧୬।୭: ଆସନ୍ତା ୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି। ଯେଉଁଥିରେ ନଡ୍ଡା ଯୋଗ ଦେବେ ବୋଲି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ମଙ୍ଗଳବାର ସୂଚନା ଦେଇଛନ୍ତି। ତେବେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ନାହିଁ। ବୈଠକରେ ଆଗାମୀ ଦିନର ରଣନୀତି ଓ କାର୍ଯ୍ୟପନ୍ଥା ଦଳ ପ୍ରସ୍ତୁତ କରିବ ବୋଲି ମନମୋହନ କହିଛନ୍ତି ।

 

The post ୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ appeared first on Dharitri Odia News.