୨ ଜିଲ୍ଲାପାଳ ଏବଂ ୫ ଏସପିଙ୍କ ବଦଳି ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର : ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ସାରିଥିବା ବେଳେ ରାଜ୍ୟର ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀ ଘୋଷଣା କରିବା ଆରମ୍ଭ କରିଛନ୍ତି । ଏହାରି ଭିତରେ ନିର୍ବାଚନ କମିଶନ ରାଜ୍ୟର ୨ ଜିଲ୍ଲାପଳ ଏବଂ ୫ ଜଣ ଏସପିଙ୍କ ବଦଳି ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି । ତୁରନ୍ତ ନିର୍ଦ୍ଦେଶ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।ପଢନ୍ତୁ: କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା : ନୂଆପଡ଼ାରୁ ପିସିସି ମୁଖିଆ, ବଲାଙ୍ଗୀରରୁ ସମରେନ୍ଦ୍ର ମିଶ୍ରକଟକ ଜିଲ୍ଲାପାଲ ଭୀନିତ ଭରଦ୍ୱାରଙ୍କ ବଦଳି ପାଇଁ ନିର୍ଦ୍ଦେଶ । ସେହିପରି ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟୱାରୀ, ଅନୁଗୁଳ ଏସପି ସୁଧାଂଶୁ ଶେଖର ମିଶ୍ର, ବ୍ରହ୍ମପୁର ଏସପି ଶର୍ବଣା ବିବେକ ଏମ, ଖୋର୍ଦ୍ଧା ଏସପି ଯୁଗୋଳ କିଶୋର, ରାଉରକେଲା ଏସପି ମିତ୍ରଭାନୁ ମହାପାତ୍ର ଏବଂ ଆଇପିଏସ କନୱର ବିଶାଲ ସିଂଙ୍କ ବଦଳି ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂଙ୍କ ବଦଳି ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ନିର୍ବାଚନ କାମ ନଥିବାରୁ ତୁରନ୍ତ ବଦଳି ପାଇଁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।

୨ ଜିଲ୍ଲାପାଳ ଏବଂ ୫ ଏସପିଙ୍କ ବଦଳି ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର : ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ସାରିଥିବା ବେଳେ ରାଜ୍ୟର ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀ ଘୋଷଣା କରିବା ଆରମ୍ଭ କରିଛନ୍ତି । ଏହାରି ଭିତରେ ନିର୍ବାଚନ କମିଶନ ରାଜ୍ୟର ୨ ଜିଲ୍ଲାପଳ ଏବଂ ୫ ଜଣ ଏସପିଙ୍କ ବଦଳି ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି । ତୁରନ୍ତ ନିର୍ଦ୍ଦେଶ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ପଢନ୍ତୁ: କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା : ନୂଆପଡ଼ାରୁ ପିସିସି ମୁଖିଆ, ବଲାଙ୍ଗୀରରୁ ସମରେନ୍ଦ୍ର ମିଶ୍ର

କଟକ ଜିଲ୍ଲାପାଲ ଭୀନିତ ଭରଦ୍ୱାରଙ୍କ ବଦଳି ପାଇଁ ନିର୍ଦ୍ଦେଶ । ସେହିପରି ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟୱାରୀ, ଅନୁଗୁଳ ଏସପି ସୁଧାଂଶୁ ଶେଖର ମିଶ୍ର, ବ୍ରହ୍ମପୁର ଏସପି ଶର୍ବଣା ବିବେକ ଏମ, ଖୋର୍ଦ୍ଧା ଏସପି ଯୁଗୋଳ କିଶୋର, ରାଉରକେଲା ଏସପି ମିତ୍ରଭାନୁ ମହାପାତ୍ର ଏବଂ ଆଇପିଏସ କନୱର ବିଶାଲ ସିଂଙ୍କ ବଦଳି ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂଙ୍କ ବଦଳି ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ନିର୍ବାଚନ କାମ ନଥିବାରୁ ତୁରନ୍ତ ବଦଳି ପାଇଁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।