୨ ନୂଆ ଏସ୍‌ପି, ଜଣେ ଡିସିପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ

ଭୁବନେଶ୍ୱର,୫।୪: ଦୁଇ ଏସ୍‌ପି ଓ ଜଣେ ଡିସିପିଙ୍କୁ ନୂଆ ଦାୟିତ୍ୱ ନେଇ ନିର୍ବାଚନ କମିଶନ ଅନୁମତି ଦେଇଛନ୍ତି। ରାଉରକେଲା ଏସ୍‌ପି ଭାବେ ବ୍ରିଜେଶ କୁମାର ରାୟ ଏବଂ ଅନୁଗୋଳର ଏସ୍‌ପି ଭାବେ ଉମାକାନ୍ତ ଦାସ ଦାୟିତ୍ୱ ନେଇଛନ୍ତି। କଟକର ନୂଆ ଡିସିପି ଭାବେ ଆର ପ୍ରକାଶ ଦାୟିତ୍ୱ ନେଇଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ମାଧ୍ୟମରେ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। The post ୨ ନୂଆ ଏସ୍‌ପି, ଜଣେ ଡିସିପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ appeared first on Dharitri Odia News.

୨ ନୂଆ ଏସ୍‌ପି, ଜଣେ ଡିସିପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ

ଭୁବନେଶ୍ୱର,୫।୪: ଦୁଇ ଏସ୍‌ପି ଓ ଜଣେ ଡିସିପିଙ୍କୁ ନୂଆ ଦାୟିତ୍ୱ ନେଇ ନିର୍ବାଚନ କମିଶନ ଅନୁମତି ଦେଇଛନ୍ତି। ରାଉରକେଲା ଏସ୍‌ପି ଭାବେ ବ୍ରିଜେଶ କୁମାର ରାୟ ଏବଂ ଅନୁଗୋଳର ଏସ୍‌ପି ଭାବେ ଉମାକାନ୍ତ ଦାସ ଦାୟିତ୍ୱ ନେଇଛନ୍ତି। କଟକର ନୂଆ ଡିସିପି ଭାବେ ଆର ପ୍ରକାଶ ଦାୟିତ୍ୱ ନେଇଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ମାଧ୍ୟମରେ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି।

The post ୨ ନୂଆ ଏସ୍‌ପି, ଜଣେ ଡିସିପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ appeared first on Dharitri Odia News.