+୨ ପରୀକ୍ଷା ତାରିଖ ଘୋଷଣା: ୨ ପର୍ଯ୍ୟାୟରେ ହେବ ପରୀକ୍ଷା

ଭୁବନେଶ୍ୱର,୫।୧୦: ଯୁକ୍ତ ଦୁଇ ପରୀକ୍ଷା ତାରିଖ ଶନିବାର ଘୋଷଣା ହୋଇଛି। ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ହେବ ବୋଲି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା ସୂଚନା ଦେଇଛନ୍ତି। ଆସନ୍ତା ଡିସେମ୍ବର ୨୬ ରୁ ୩୦ ଯାଏ ଇଣ୍ଟରନାଲ ପରୀକ୍ଷା ଅନୁଷ୍ଠିତ ହେବ। ଏହାପରେ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ରୁ ୧୨ ଭିତରେ ହେବ। ଅନ୍ୟପଟେ ଫେବ୍ରୁଆରୀ ୧୫ ରୁ ମାର୍ଚ୍ଚ ୨୦ ଭିତରେ ମେନ ପରୀକ୍ଷା ହେବ। ପରୀକ୍ଷା ସରିବାର ୪୫ ଦିନ ଭିତରେ […] The post +୨ ପରୀକ୍ଷା ତାରିଖ ଘୋଷଣା: ୨ ପର୍ଯ୍ୟାୟରେ ହେବ ପରୀକ୍ଷା appeared first on Dharitri Odia News.

+୨ ପରୀକ୍ଷା ତାରିଖ ଘୋଷଣା: ୨ ପର୍ଯ୍ୟାୟରେ ହେବ ପରୀକ୍ଷା

ଭୁବନେଶ୍ୱର,୫।୧୦: ଯୁକ୍ତ ଦୁଇ ପରୀକ୍ଷା ତାରିଖ ଶନିବାର ଘୋଷଣା ହୋଇଛି। ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ହେବ ବୋଲି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା ସୂଚନା ଦେଇଛନ୍ତି।
ଆସନ୍ତା ଡିସେମ୍ବର ୨୬ ରୁ ୩୦ ଯାଏ ଇଣ୍ଟରନାଲ ପରୀକ୍ଷା ଅନୁଷ୍ଠିତ ହେବ। ଏହାପରେ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ରୁ ୧୨ ଭିତରେ ହେବ। ଅନ୍ୟପଟେ ଫେବ୍ରୁଆରୀ ୧୫ ରୁ ମାର୍ଚ୍ଚ ୨୦ ଭିତରେ ମେନ ପରୀକ୍ଷା ହେବ। ପରୀକ୍ଷା ସରିବାର ୪୫ ଦିନ ଭିତରେ ଫଳାଫଳ ବାହାରିବ ବୋଲି ଜଣାପଡିଛି। ତେବେ କଲେଜରେ ୭୫% ଉପସ୍ଥାନ ନ ଥିଲେ, ଆଡମିଟ କାର୍ଡ ମିଳିବନି।

The post +୨ ପରୀକ୍ଷା ତାରିଖ ଘୋଷଣା: ୨ ପର୍ଯ୍ୟାୟରେ ହେବ ପରୀକ୍ଷା appeared first on Dharitri Odia News.