୨ ପ୍ରିଜାଇଡିଂ ଅଫିସର୍ଙ୍କୁ ସସ୍ପେଣ୍ଡ ସହ ଗିରଫ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ୱର,୧୩।୫: ରାଜ୍ୟରେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଛି। କାଁ ଭାଁ ହିଂସାକାଣ୍ଡକୁ ଛାଡିଦେଲେ ମତଦାନ ସୁରୁଖୁରୁରେ ଚାଲିଛି। ଏସବୁ ଭିତରେ ଗଞ୍ଜାମର ୨୭ ଏବଂ ୧୬୩ ନମ୍ବର ବୁଥ୍ର ପ୍ରିଜାଇଡିଂ ଅଫିସରଙ୍କୁ ସସ୍ପେଣ୍ଡ ସହ ଗିରଫ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ତାଙ୍କୁ ଗିରଫ କରିବାକୁ ଗଞ୍ଜାମ ଜିଲାପାଳକୁ କୁହାଯାଇଛି। ଡ୍ୟୁଟିରେ ଗୁରୁତର ତ୍ରୁଟି ଯୋଗୁ ଏହି ନିଷ୍ବତ୍ତି ନିଆଯାଇଥିବା ଜଣାପଡିଛି। The post ୨ ପ୍ରିଜାଇଡିଂ ଅଫିସର୍ଙ୍କୁ ସସ୍ପେଣ୍ଡ ସହ ଗିରଫ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ appeared first on Dharitri Odia News.
ଭୁବନେଶ୍ୱର,୧୩।୫: ରାଜ୍ୟରେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଛି। କାଁ ଭାଁ ହିଂସାକାଣ୍ଡକୁ ଛାଡିଦେଲେ ମତଦାନ ସୁରୁଖୁରୁରେ ଚାଲିଛି। ଏସବୁ ଭିତରେ ଗଞ୍ଜାମର ୨୭ ଏବଂ ୧୬୩ ନମ୍ବର ବୁଥ୍ର ପ୍ରିଜାଇଡିଂ ଅଫିସରଙ୍କୁ ସସ୍ପେଣ୍ଡ ସହ ଗିରଫ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ତାଙ୍କୁ ଗିରଫ କରିବାକୁ ଗଞ୍ଜାମ ଜିଲାପାଳକୁ କୁହାଯାଇଛି। ଡ୍ୟୁଟିରେ ଗୁରୁତର ତ୍ରୁଟି ଯୋଗୁ ଏହି ନିଷ୍ବତ୍ତି ନିଆଯାଇଥିବା ଜଣାପଡିଛି।
The post ୨ ପ୍ରିଜାଇଡିଂ ଅଫିସର୍ଙ୍କୁ ସସ୍ପେଣ୍ଡ ସହ ଗିରଫ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ appeared first on Dharitri Odia News.