୨୦ ପରେ ସିବିଏସ୍ଇ ପରୀକ୍ଷାଫଳ
ଭୁବନେଶ୍ୱର, ୫।୫(ଅସମାପିକା ସାହୁ)କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଏ ନେଇ ବୋର୍ଡ ପକ୍ଷରୁ ଶନିବାର ନିଜ ଅଫିସିଆଲ ଓ୍ବେବ୍ସାଇଟ୍ cbseresults.nic.in ଏବଂ results.cbse.gov.inରେ ସୂଚନା ଦିଆଯାଇଛି। ଦଶମ ପରୀକ୍ଷା ଫେବୃଆରୀ ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୩ ପର୍ଯ୍ୟନ୍ତ ଚାଲିଥିଲା। ସେହିପରି ଦ୍ୱାଦଶ ପରୀକ୍ଷା ଫେବୃଆରୀ ୧୫ରୁ ଆରମ୍ଭ ହୋଇ ଏପ୍ରିଲ ୨ରେ ଶେଷ ହୋଇଥିଲା। ଚଳିତବର୍ଷ ଭାରତ […] The post ୨୦ ପରେ ସିବିଏସ୍ଇ ପରୀକ୍ଷାଫଳ appeared first on Dharitri Odia News.
ଭୁବନେଶ୍ୱର, ୫।୫(ଅସମାପିକା ସାହୁ)କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଏ ନେଇ ବୋର୍ଡ ପକ୍ଷରୁ ଶନିବାର ନିଜ ଅଫିସିଆଲ ଓ୍ବେବ୍ସାଇଟ୍ cbseresults.nic.in ଏବଂ results.cbse.gov.inରେ ସୂଚନା ଦିଆଯାଇଛି। ଦଶମ ପରୀକ୍ଷା ଫେବୃଆରୀ ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୩ ପର୍ଯ୍ୟନ୍ତ ଚାଲିଥିଲା। ସେହିପରି ଦ୍ୱାଦଶ ପରୀକ୍ଷା ଫେବୃଆରୀ ୧୫ରୁ ଆରମ୍ଭ ହୋଇ ଏପ୍ରିଲ ୨ରେ ଶେଷ ହୋଇଥିଲା। ଚଳିତବର୍ଷ ଭାରତ ସମେତ ୨୬ଟି ଦେଶରେ ୩୯ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଦଶମ ଓ ଦ୍ୱାଦଶ ପରୀକ୍ଷା ଦେଇଛନ୍ତି।
The post ୨୦ ପରେ ସିବିଏସ୍ଇ ପରୀକ୍ଷାଫଳ appeared first on Dharitri Odia News.