୨୦ରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ, ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ହେବେ କାମଚଳା ବାଚସ୍ପତି
ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ। ୧୯ ତାରିଖରେ ବାଚସ୍ପତି ପଦ ପାଇଁ ନମାଙ୍କନ ଦାଖଲ ହେବ । ୧୮ ଓ ୧୯ରେ ନୂଆ ବିଧାୟକଙ୍କ ଶପଥ ପାଠ ହେବ । କାମଚଳା ବାଚସ୍ପତି ନୂଆ ବିଧାୟକଙ୍କୁ ଶପଥ ପାଠ କରାଇବେ । ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କୁ କାମଚଳା ବାଚସ୍ପତି ଭାବେ ରାଜ୍ଯପାଳ ନିଯୁକ୍ତି ଦେଇଛନ୍ତି । ଆସନ୍ତାକାଲି ରାଜଭବନରେ ପ୍ରଥମେ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଶପଥ ନେବେ। ପରେ […] The post ୨୦ରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ, ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ହେବେ କାମଚଳା ବାଚସ୍ପତି appeared first on KNews Odisha.

ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ। ୧୯ ତାରିଖରେ ବାଚସ୍ପତି ପଦ ପାଇଁ ନମାଙ୍କନ ଦାଖଲ ହେବ । ୧୮ ଓ ୧୯ରେ ନୂଆ ବିଧାୟକଙ୍କ ଶପଥ ପାଠ ହେବ । କାମଚଳା ବାଚସ୍ପତି ନୂଆ ବିଧାୟକଙ୍କୁ ଶପଥ ପାଠ କରାଇବେ । ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କୁ କାମଚଳା ବାଚସ୍ପତି ଭାବେ ରାଜ୍ଯପାଳ ନିଯୁକ୍ତି ଦେଇଛନ୍ତି । ଆସନ୍ତାକାଲି ରାଜଭବନରେ ପ୍ରଥମେ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଶପଥ ନେବେ। ପରେ ସେ ବିଧାନସଭାରେ ଅନ୍ୟ ବିଧାୟକଙ୍କୁ ଶପଥ ପାଠ କରାଇବେ ।
The post ୨୦ରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ, ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ହେବେ କାମଚଳା ବାଚସ୍ପତି appeared first on KNews Odisha.