୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ

ପ୍ରତି ୧୦ ମିନିଟ୍‌ରେ କଟକ ତ୍ରିଶୂଳିଆରୁ ଭୁବନେଶ୍ବର ଏୟାରପୋର୍ଟ ମଧ୍ୟରେ ଦୌଡ଼ିବ।

୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ

୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ। ଏଥିପାଇଁ ମାଟି ପରୀକ୍ଷା ଓ ରାସ୍ତା ପ୍ରଶସ୍ତୀକରଣ କାମ ଜୋରସୋରରେ ଚାଲିଛି । ପ୍ରକଳ୍ପ ଲାଗି ୩ କୋଚ୍ ବିଶିଷ୍ଟ ୧୩ଟି ମେଟ୍ରୋ ଟ୍ରେନ୍ କିଣାଯିବାର ଯୋଜନା ରହିଛି। ଯାହାକି ପ୍ରତି ୧୦ ମିନିଟ୍‌ରେ କଟକ ତ୍ରିଶୂଳିଆରୁ ଭୁବନେଶ୍ବର ଏୟାରପୋର୍ଟ ମଧ୍ୟରେ ଦୌଡ଼ିବ।