୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଲକ୍ଷ୍ୟ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।୨୦୩୬ ସୁଦ୍ଧା ଓଡ଼ିଶା ଏକ ସଶକ୍ତ ଓ ସମୃଦ୍ଧ ରାଜ୍ୟ ଭାବେ ପରିଗଣିତ ହେବାର ଲକ୍ଷ୍ୟ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ସମ୍ଭାବନାର ରାଜ୍ୟ, ଦେଶର ଗ୍ରୋଥ୍ ଇଞ୍ଜିନ ଭାବେ କାମ କରିବ। ଭିତ୍ତିଭୂମି ସୁଦୃଢ଼ ଓ ରାଜ୍ୟକୁ ନିବେଶ ଆଣିବାକୁ ସରକାର କାମ କରୁଛନ୍ତି।ସିଙ୍ଗାପୁର ସହ ୮ଟି ପ୍ରକଳ୍ପ ଉପରେ MOU ସ୍ବାକ୍ଷର ହୋଇଛି।ପ୍ରଥମ ଏମ୍ଓୟୁ ଇଡ୍‌କୋ ସହ ସିଙ୍ଗାପୁରର […]

୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଲକ୍ଷ୍ୟ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।୨୦୩୬ ସୁଦ୍ଧା ଓଡ଼ିଶା ଏକ ସଶକ୍ତ ଓ ସମୃଦ୍ଧ ରାଜ୍ୟ ଭାବେ ପରିଗଣିତ ହେବାର ଲକ୍ଷ୍ୟ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ସମ୍ଭାବନାର ରାଜ୍ୟ, ଦେଶର ଗ୍ରୋଥ୍ ଇଞ୍ଜିନ ଭାବେ କାମ କରିବ। ଭିତ୍ତିଭୂମି ସୁଦୃଢ଼ ଓ ରାଜ୍ୟକୁ ନିବେଶ ଆଣିବାକୁ ସରକାର କାମ କରୁଛନ୍ତି।ସିଙ୍ଗାପୁର ସହ ୮ଟି ପ୍ରକଳ୍ପ ଉପରେ MOU ସ୍ବାକ୍ଷର ହୋଇଛି।ପ୍ରଥମ ଏମ୍ଓୟୁ ଇଡ୍‌କୋ ସହ ସିଙ୍ଗାପୁରର ହୋଇଛି। ଯାହା ରାଜ୍ୟକୁ ଆର୍ଥିକସ୍ତରରେ ଓଡିଶାକୁ ଆହୁରି ଆଗକୁ ନେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।