୨୧ରୁ ମାଟ୍ରିକ ସପ୍ଳିମେଣ୍ଟାରୀ ପରୀକ୍ଷା ଆରମ୍ଭ

କଟକ,୧୬।୭: ଆସନ୍ତା ୨୧ରୁ ମାଟ୍ରିକ ସପ୍ଳିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ।୨୧ ତାରିଖରୁ ଏହା ଆରମ୍ଭ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୮୩ଟି କେନ୍ଦ୍ରରେ ୯୭୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏସ୍‌ଓଏସ୍‌ସିରେ ୧୨୧ କେନ୍ଦ୍ରରେ ୨୪,୫୨୦ ପିଲା ପରୀକ୍ଷା ଦେବେ। ଏ ନେଇ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀମାନେ www.bseodisha.ac.inକୁ ଯାଇ ସେମାନଙ୍କ ଆଡ୍‌ମିଟ୍ କାର୍ଟ ଡାଉନ୍‌ଲୋଡ୍ କରିପାରିବେ। ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (SOSC) ଦେବାକୁ ଥିବା ଛାତ୍ରଛାତ୍ରୀମାନେ ମଧ୍ୟ […] The post ୨୧ରୁ ମାଟ୍ରିକ ସପ୍ଳିମେଣ୍ଟାରୀ ପରୀକ୍ଷା ଆରମ୍ଭ appeared first on Dharitri Odia News.

୨୧ରୁ ମାଟ୍ରିକ ସପ୍ଳିମେଣ୍ଟାରୀ ପରୀକ୍ଷା ଆରମ୍ଭ

କଟକ,୧୬।୭: ଆସନ୍ତା ୨୧ରୁ ମାଟ୍ରିକ ସପ୍ଳିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ।୨୧ ତାରିଖରୁ ଏହା ଆରମ୍ଭ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୮୩ଟି କେନ୍ଦ୍ରରେ ୯୭୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏସ୍‌ଓଏସ୍‌ସିରେ ୧୨୧ କେନ୍ଦ୍ରରେ ୨୪,୫୨୦ ପିଲା ପରୀକ୍ଷା ଦେବେ। ଏ ନେଇ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀମାନେ www.bseodisha.ac.inକୁ ଯାଇ ସେମାନଙ୍କ ଆଡ୍‌ମିଟ୍ କାର୍ଟ ଡାଉନ୍‌ଲୋଡ୍ କରିପାରିବେ। ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (SOSC) ଦେବାକୁ ଥିବା ଛାତ୍ରଛାତ୍ରୀମାନେ ମଧ୍ୟ ଏଥିରୁ ସେମାନଙ୍କ ଆଡ୍‌ମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ।

ଛାତ୍ରଛାତ୍ରୀମାନେ www.bseodisha.ac.inକୁ ଯାଇ ସେମାନଙ୍କ ଆଡ୍‌ମିଟ୍ କାର୍ଟ ଡାଉନ୍‌ଲୋଡ୍ କରିପାରିବେ। ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (SOSC) ଦେବାକୁ ଥିବା ଛାତ୍ରଛାତ୍ରୀମାନେ ମଧ୍ୟ ଏଥିରୁ ସେମାନଙ୍କ ଆଡ୍‌ମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ।

The post ୨୧ରୁ ମାଟ୍ରିକ ସପ୍ଳିମେଣ୍ଟାରୀ ପରୀକ୍ଷା ଆରମ୍ଭ appeared first on Dharitri Odia News.