୨୨ ତାରିଖ ଶ୍ରୀରାମଙ୍କ ପ୍ରାଣ ପତିଷ୍ଠା ଦିବସକୁ ସରକାର ଛୁଟି ଘୋଷଣା କରନ୍ତୁ

ବୌଦ୍ଧ: ବୌଦ୍ଧ ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ଆଜି ଜିଲ୍ଲା କାର୍ଯ୍ୟାଳୟ ଠାରେ ଜିଲ୍ଲା ସଭାପତି ବିପ୍ରଚରଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶ୍ରୀମନ୍ଦିର ପରିକ୍ରମା ଉଦଘାଟନ ପାଇଁ ରାଜ୍ୟ ସରକାର ୧୭ ତାରିଖକୁ ସରକାରୀ ଛୁଟି ଭାବରେ ଘୋଷଣା କରିଥିବା ବେଳେ ଆସନ୍ତା ୨୨ ତାରିଖରେ ଅଯୋଧ୍ୟାଠାରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ଦିନକୁ ମଧ୍ୟ ଛୁଟି ଘୋଷଣା କରିବାକୁ ବିଜେପି ପକ୍ଷରୁ ଦାବି କରାଯାଇଛି। ଜିଲ୍ଲାରେ ବିକଶିତ […]

୨୨ ତାରିଖ ଶ୍ରୀରାମଙ୍କ ପ୍ରାଣ ପତିଷ୍ଠା ଦିବସକୁ ସରକାର ଛୁଟି ଘୋଷଣା କରନ୍ତୁ

ବୌଦ୍ଧ: ବୌଦ୍ଧ ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ଆଜି ଜିଲ୍ଲା କାର୍ଯ୍ୟାଳୟ ଠାରେ ଜିଲ୍ଲା ସଭାପତି ବିପ୍ରଚରଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶ୍ରୀମନ୍ଦିର ପରିକ୍ରମା ଉଦଘାଟନ ପାଇଁ ରାଜ୍ୟ ସରକାର ୧୭ ତାରିଖକୁ ସରକାରୀ ଛୁଟି ଭାବରେ ଘୋଷଣା କରିଥିବା ବେଳେ ଆସନ୍ତା ୨୨ ତାରିଖରେ ଅଯୋଧ୍ୟାଠାରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ଦିନକୁ ମଧ୍ୟ ଛୁଟି ଘୋଷଣା କରିବାକୁ ବିଜେପି ପକ୍ଷରୁ ଦାବି କରାଯାଇଛି। ଜିଲ୍ଲାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ପ୍ରଶାସନ ପକ୍ଷରୁ ପାତରଅନ୍ତର କରାଯାଇ କୌଣସି ରାଜ୍ୟ ସରକାରଙ୍କ ଅଧିକାରୀ ଉପସ୍ଥିତ ରହୁନଥିବା ଅଭିଯୋଗ କରାଯାଇଛି।