୨୩ରେ ଏନ୍ଆର୍ଟିଏସ୍ ପରୀକ୍ଷା
କଟକ,୧୬ା୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି (ଏନ୍ଆର୍ଟିଏସ୍) ପରୀକ୍ଷା ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ରାଜ୍ୟର ୩୩୪ କେନ୍ଦ୍ରରେ ଏହି ପରୀକ୍ଷା ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ୫୩,୬୯୩ ଜଣ ପରୀକ୍ଷାର୍ଥୀ ନାମ ପଞ୍ଜୀକରଣ କରିଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାର୍ଥୀଙ୍କ ଆଡ୍ମିଟ୍ କାର୍ଡ ଅନ୍ଲାଇନ୍ରେ ଉପଲବ୍ଧ ହୋଇଛି। ବିଦ୍ୟାଳୟର ମୁଖ୍ୟମାନେ ବୋର୍ଡ ଓ୍ବେବ୍ସାଇଟ୍ www.bseodisha.ac.inରେ ଲଗ୍ଇନ୍ କରି ପରୀକ୍ଷାର୍ଥୀଙ୍କ ଆଡ୍ମିଟ୍ କାର୍ଡ […] The post ୨୩ରେ ଏନ୍ଆର୍ଟିଏସ୍ ପରୀକ୍ଷା appeared first on Dharitri Odia News.
କଟକ,୧୬ା୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି (ଏନ୍ଆର୍ଟିଏସ୍) ପରୀକ୍ଷା ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ରାଜ୍ୟର ୩୩୪ କେନ୍ଦ୍ରରେ ଏହି ପରୀକ୍ଷା ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ୫୩,୬୯୩ ଜଣ ପରୀକ୍ଷାର୍ଥୀ ନାମ ପଞ୍ଜୀକରଣ କରିଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାର୍ଥୀଙ୍କ ଆଡ୍ମିଟ୍ କାର୍ଡ ଅନ୍ଲାଇନ୍ରେ ଉପଲବ୍ଧ ହୋଇଛି। ବିଦ୍ୟାଳୟର ମୁଖ୍ୟମାନେ ବୋର୍ଡ ଓ୍ବେବ୍ସାଇଟ୍ www.bseodisha.ac.inରେ ଲଗ୍ଇନ୍ କରି ପରୀକ୍ଷାର୍ଥୀଙ୍କ ଆଡ୍ମିଟ୍ କାର୍ଡ ଡାଉନ୍ଲୋଡ୍ କରି ସେମାନଙ୍କୁ ଦେଇପାରିବେ।
The post ୨୩ରେ ଏନ୍ଆର୍ଟିଏସ୍ ପରୀକ୍ଷା appeared first on Dharitri Odia News.