୨୪ ଘଣ୍ଟା ପରେ ଆହୁରି ଖସିବ ପାରଦ

ନୂଆବର୍ଷରୁ ରାଜ୍ୟକୁ ପୁଣି ଫେରିବ ଶୀତ ।୨୪ ଘଣ୍ଟା ପରେ ରାଜ୍ୟରେ ଆହୁରି ଖସିବ ପାରଦ । ଏବେ ପାରଦ ଖସିବା ସହ ଅନୁଭୂତ ହେଉଛି ଶୀତ । ଆଜି ଓ ଆସନ୍ତାକାଲି ସକାଳ ପାଇଁ ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।   The post ୨୪ ଘଣ୍ଟା ପରେ ଆହୁରି ଖସିବ ପାରଦ appeared first on Dharitri Odia News.

୨୪ ଘଣ୍ଟା ପରେ ଆହୁରି ଖସିବ ପାରଦ

ନୂଆବର୍ଷରୁ ରାଜ୍ୟକୁ ପୁଣି ଫେରିବ ଶୀତ ।୨୪ ଘଣ୍ଟା ପରେ ରାଜ୍ୟରେ ଆହୁରି ଖସିବ ପାରଦ । ଏବେ ପାରଦ ଖସିବା ସହ ଅନୁଭୂତ ହେଉଛି ଶୀତ । ଆଜି ଓ ଆସନ୍ତାକାଲି ସକାଳ ପାଇଁ ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

 

The post ୨୪ ଘଣ୍ଟା ପରେ ଆହୁରି ଖସିବ ପାରଦ appeared first on Dharitri Odia News.