୨୪ ଘଣ୍ଟାର ବ୍ରେକ୍ ପରେ ରାଜଧାନୀରେ ୪୦ ଡେଇଁଲା ତାତି
ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡାରେ ୪୨.୧ ଡିଗ୍ରୀ, ହୀରାକୁଦରେ ୪୧.୮ ଡିଗ୍ରୀ, ରାଉରକେଲାରେ ୪୦.୬ ଡିଗ୍ରୀ, ବାଲେଶ୍ୱରରେ ୩୯.୮ ଡିଗ୍ରୀ, ଚାନ୍ଦବାଲିରେ ୩୮.୨ ଡିଗ୍ରୀ, ଗୋପାଳପୁରରେ ୩୫ ଡିଗ୍ରୀ, ପାରାଦୀପରେ ୩୪.୬ ଡିଗ୍ରୀ ଓ ପୁରୀର ତାପମାତ୍ରା ୩୫.୩ ଡିଗ୍ରୀ ରେକର୍ଡ […] The post ୨୪ ଘଣ୍ଟାର ବ୍ରେକ୍ ପରେ ରାଜଧାନୀରେ ୪୦ ଡେଇଁଲା ତାତି appeared first on Dharitri Odia News.
ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡାରେ ୪୨.୧ ଡିଗ୍ରୀ, ହୀରାକୁଦରେ ୪୧.୮ ଡିଗ୍ରୀ, ରାଉରକେଲାରେ ୪୦.୬ ଡିଗ୍ରୀ, ବାଲେଶ୍ୱରରେ ୩୯.୮ ଡିଗ୍ରୀ, ଚାନ୍ଦବାଲିରେ ୩୮.୨ ଡିଗ୍ରୀ, ଗୋପାଳପୁରରେ ୩୫ ଡିଗ୍ରୀ, ପାରାଦୀପରେ ୩୪.୬ ଡିଗ୍ରୀ ଓ ପୁରୀର ତାପମାତ୍ରା ୩୫.୩ ଡିଗ୍ରୀ ରେକର୍ଡ କରାଯାଇଛି।
The post ୨୪ ଘଣ୍ଟାର ବ୍ରେକ୍ ପରେ ରାଜଧାନୀରେ ୪୦ ଡେଇଁଲା ତାତି appeared first on Dharitri Odia News.