୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା!, ଏହି ସବୁ ଜିଲାରେ ବର୍ଷିବ
ଭୁବନେଶ୍ୱର,୪।୫: ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ୩ରୁ ୫ ଡିଗ୍ରୀ ଯାଏ ତାପମାତ୍ରା ହ୍ରାସ ଘଟିପାରେ। The post ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା!, ଏହି ସବୁ ଜିଲାରେ ବର୍ଷିବ appeared first on Dharitri Odia News.
ଭୁବନେଶ୍ୱର,୪।୫: ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ୩ରୁ ୫ ଡିଗ୍ରୀ ଯାଏ ତାପମାତ୍ରା ହ୍ରାସ ଘଟିପାରେ।
The post ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା!, ଏହି ସବୁ ଜିଲାରେ ବର୍ଷିବ appeared first on Dharitri Odia News.