୨୪ ମହାଲଢ଼େଇ ପୂର୍ବରୁ ଟେନସନରେ କଂଗ୍ରେସ
ଏପଟେ ହାତ ଦଳରେ ଅତଡ଼ା ଧସିବା ସ୍ଥିତି। ପ୍ରତିଦିନ ଦଳକୁ ବାଏ ବାଏ କରି ଚାଲିଛନ୍ତି ଜଣଙ୍କ ପରେ ଜଣେ ହେଭିୱେଟ୍। 24 ମହାଲଢ଼େଇ ସଜବାଜ ଭିତରେ ଡଜନେରୁ ଅଧିକ ନେତା ହାତ ଛାଡ଼ି ଅନ୍ୟ ଦଳକୁ ଡେଇଁଲେଣି। ଆଉ ଏପଟେ ବିଳମ୍ବରେ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ପରଠୁ ତ ଅସମ୍ଭାଳ ସ୍ଥିତି। କେଉଁଠି ବିଦ୍ରୋହ ତ କେଉଁଠି ଅସନ୍ତୁଷ୍ଟଙ୍କ ମେଳି ଦଳର ଟେନସନ୍ ବଢ଼େଇ ଦେଇଛି।