୨୪ରେ ଉପବାଚସ୍ପତି ନିର୍ବାଚନ: ୨୫ରେ ଉପସ୍ଥାପିତ ହେବ ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର,୨୨।୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ବଜେଟ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିଥିଲେ। ରାଜ୍ୟପାଳଙ୍କ ଅଭିଭାଷଣ ପରେ ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହାକୁ ସମର୍ଥନ କରିଥିଲେ ବିରୋଧୀ। ଏହାପରେ ଗୃହକୁ ଆସନ୍ତା କାଲି ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ। ମଙ୍ଗଳବାର ଉପବାଚସ୍ପତି ନିର୍ବାଚନ ପାଇଁ ଘୋଷଣା ହେବା ସହ ୨୪ ତାରିଖରେ […] The post ୨୪ରେ ଉପବାଚସ୍ପତି ନିର୍ବାଚନ: ୨୫ରେ ଉପସ୍ଥାପିତ ହେବ ପୂର୍ଣ୍ଣାଙ୍ଗ ବଜେଟ appeared first on Dharitri Odia News.

୨୪ରେ ଉପବାଚସ୍ପତି ନିର୍ବାଚନ: ୨୫ରେ ଉପସ୍ଥାପିତ ହେବ ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର,୨୨।୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ବଜେଟ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିଥିଲେ।

ରାଜ୍ୟପାଳଙ୍କ ଅଭିଭାଷଣ ପରେ ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହାକୁ ସମର୍ଥନ କରିଥିଲେ ବିରୋଧୀ। ଏହାପରେ ଗୃହକୁ ଆସନ୍ତା କାଲି ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ। ମଙ୍ଗଳବାର ଉପବାଚସ୍ପତି ନିର୍ବାଚନ ପାଇଁ ଘୋଷଣା ହେବା ସହ ୨୪ ତାରିଖରେ ନିର୍ବାଚନ ହେବ । ୨୫ ତାରିଖରେ ଅର୍ଥମନ୍ତ୍ରୀଙ୍କ ଦ୍ୱାରା ଉପସ୍ଥାପିତ ହେବ ରାଜ୍ୟ ପୂର୍ଣ୍ଣାଙ୍ଗ ବଜେଟ ।

The post ୨୪ରେ ଉପବାଚସ୍ପତି ନିର୍ବାଚନ: ୨୫ରେ ଉପସ୍ଥାପିତ ହେବ ପୂର୍ଣ୍ଣାଙ୍ଗ ବଜେଟ appeared first on Dharitri Odia News.