୨୫ ଯାଏ ଲାଗିରହିବ ବର୍ଷା,କାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର ୨୧/୯: ଆଗାମୀ ୪ ଦିନ ଯାଏ ରାଜ୍ୟରେ ଲାଗିରହିବ ବର୍ଷା । ଦକ୍ଷିଣ ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା ଅଧିକ । ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୫ ଯାଏ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ବର ପାଣିପାଗ ବିଭାଗ ।