୨୫ରେ ଓଡ଼ିଶା ଆସିବେ ସ୍ମୃତି ଇରାନୀ: ଏହି ସ୍ଥାନରେ କରିବେ ପ୍ରଚାର

କୁଜଙ୍ଗ,୨୪ା୫(ମନୋଜ ପ୍ରଧାନ):ପାରାଦୀପ ନିର୍ବାଚନମଣ୍ଡଳୀରେ ଭାଜପା ତା’ର ସ୍ଥିତିକୁ ସୁଦୃଢ କରୁଥିବା ବେଳେ ଭିନ୍ନ ଦଳରୁ ଭିନ୍ନ ଦଳରୁ ବହୁ ସମର୍ଥକ ଭାଜପାରେ ସାମିଲ ହୋଇଛନ୍ତି। ଏହି ନୂତନ ସଦସ୍ୟ ଏବେ ଉତ୍ସାହିତ ଥିବା ବେଳେ ଦଳରେ ଯୋଶ ଭରିବାକୁ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଅସନ୍ତା ୨୫ ତାରିଖ (ଶନିବାର) ସକାଳ ୯ଟାରେ ଆସିବାର କାର୍ଯ୍ୟକ୍ରମ ରହି ବୋଲି ଭାଜପା ବିଧାୟକ ପ୍ରାର୍ଥୀ ସମ୍ପଦ ସ୍ବାଇଁ କହିଛନ୍ତି। ଏହି ନେଇ ଭାଜପା ପ୍ରାର୍ଥୀ ସ୍ବାଇଁ, ଗୋପୀଆକୁଦ ସରପଞ୍ଚ ଶ୍ରୀନବାସ […] The post ୨୫ରେ ଓଡ଼ିଶା ଆସିବେ ସ୍ମୃତି ଇରାନୀ: ଏହି ସ୍ଥାନରେ କରିବେ ପ୍ରଚାର appeared first on Dharitri Odia News.

୨୫ରେ ଓଡ଼ିଶା ଆସିବେ ସ୍ମୃତି ଇରାନୀ: ଏହି ସ୍ଥାନରେ କରିବେ ପ୍ରଚାର

କୁଜଙ୍ଗ,୨୪ା୫(ମନୋଜ ପ୍ରଧାନ):ପାରାଦୀପ ନିର୍ବାଚନମଣ୍ଡଳୀରେ ଭାଜପା ତା’ର ସ୍ଥିତିକୁ ସୁଦୃଢ କରୁଥିବା ବେଳେ ଭିନ୍ନ ଦଳରୁ ଭିନ୍ନ ଦଳରୁ ବହୁ ସମର୍ଥକ ଭାଜପାରେ ସାମିଲ ହୋଇଛନ୍ତି। ଏହି ନୂତନ ସଦସ୍ୟ ଏବେ ଉତ୍ସାହିତ ଥିବା ବେଳେ ଦଳରେ ଯୋଶ ଭରିବାକୁ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଅସନ୍ତା ୨୫ ତାରିଖ (ଶନିବାର) ସକାଳ ୯ଟାରେ ଆସିବାର କାର୍ଯ୍ୟକ୍ରମ ରହି ବୋଲି ଭାଜପା ବିଧାୟକ ପ୍ରାର୍ଥୀ ସମ୍ପଦ ସ୍ବାଇଁ କହିଛନ୍ତି। ଏହି ନେଇ ଭାଜପା ପ୍ରାର୍ଥୀ ସ୍ବାଇଁ, ଗୋପୀଆକୁଦ ସରପଞ୍ଚ ଶ୍ରୀନବାସ ସ୍ବାଇଁ, ତପନ ତ୍ରିପାଠୀ ଓ ସ୍ଥାନୀୟ ସଙ୍ଗଠକମାନେ କୁଜଙ୍ଗ ବ୍ଲକ ପଡ଼ିଆର ସ୍ଥିତି ଅନୁଧ୍ୟାନ କରିବା ସହ ଆବଶ୍ୟକ ପ୍ରସ୍ତୁତି କରିଥିବା ସୂଚନା ମିଳିଛି। ସ୍ମୃତିଙ୍କୁ ସ୍ବାଗତ କରିବା ଓ ତାଙ୍କ ଶୋଭାଯାତ୍ରାକୁ ଅଧିକ ପ୍ରଭାବି କରିବାକୁ ଭାଜପା ମହିଳା ନେତ୍ରୀ ସୁଶ୍ରୀ ପ୍ରିୟଦର୍ଶିନୀଙ୍କ ସହ ବହୁ ମହିଳା ନେତ୍ରୀ ମଧ୍ୟ ପ୍ରସ୍ତୁତି ଚଲାଇଛନ୍ତି।

The post ୨୫ରେ ଓଡ଼ିଶା ଆସିବେ ସ୍ମୃତି ଇରାନୀ: ଏହି ସ୍ଥାନରେ କରିବେ ପ୍ରଚାର appeared first on Dharitri Odia News.