୨୭ ରେ ବିଧାନସଭା ଘେରିବ କଂଗ୍ରେସ

ଭୁବନେଶ୍ୱର : ରାଜ୍ୟ ସରକାର ମହିଳାମାନଙ୍କୁ ସୁରକ୍ଷା ଯୋଗାଇବାରେ ବିଫଳ ବିରୁଦ୍ଧରେ ପିସିସି ଆସନ୍ତା ୨୭ ତାରିଖ ଦିନ ବିଧାନସଭା ଘେରାଉ କରିବ କଂଗ୍ରେସ। ଏହାର ନେତୃତ୍ବ ନେବେ ସଭାପତି ଶ୍ରୀ ଭକ୍ତ ଚରଣ ଦାସ। ତାଙ୍କ ଆହ୍ଵାନରେ ଏବଂ ନେତୃତ୍ୱରେ ରାଜ୍ୟର ସମସ୍ତ ଜିଲ୍ଲାରୁ ବହୁ କଂଗ୍ରେସ କର୍ମୀ ଓ ନେତୃବୃନ୍ଦ ସାମିଲ ହେବେ।ଏଥିନେଇ ରାଜ୍ୟର ସମସ୍ତ ଜିଲ୍ଲା ପ୍ରସ୍ତୁତି ବୈଠକ କରାଯାଇଛି। ଏ ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କଂଗ୍ରେସ ନେତା ଦେବାଶିଷ […]

୨୭ ରେ ବିଧାନସଭା ଘେରିବ କଂଗ୍ରେସ
୨୭ ରେ ବିଧାନସଭା ଘେରିବ କଂଗ୍ରେସ

ଭୁବନେଶ୍ୱର : ରାଜ୍ୟ ସରକାର ମହିଳାମାନଙ୍କୁ ସୁରକ୍ଷା ଯୋଗାଇବାରେ ବିଫଳ ବିରୁଦ୍ଧରେ ପିସିସି ଆସନ୍ତା ୨୭ ତାରିଖ ଦିନ ବିଧାନସଭା ଘେରାଉ କରିବ କଂଗ୍ରେସ। ଏହାର ନେତୃତ୍ବ ନେବେ ସଭାପତି ଶ୍ରୀ ଭକ୍ତ ଚରଣ ଦାସ। ତାଙ୍କ ଆହ୍ଵାନରେ ଏବଂ ନେତୃତ୍ୱରେ ରାଜ୍ୟର ସମସ୍ତ ଜିଲ୍ଲାରୁ ବହୁ କଂଗ୍ରେସ କର୍ମୀ ଓ ନେତୃବୃନ୍ଦ ସାମିଲ ହେବେ।ଏଥିନେଇ ରାଜ୍ୟର ସମସ୍ତ ଜିଲ୍ଲା ପ୍ରସ୍ତୁତି ବୈଠକ କରାଯାଇଛି। ଏ ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କଂଗ୍ରେସ ନେତା ଦେବାଶିଷ ପଟ୍ଟନାୟକ।