୨୮ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୬।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ତାରିଖରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ରୁଟ ଲାଇନଠାରୁ ଆରମ୍ଭ କରି କାରକେଡ, ଟ୍ରାଫିକ ଓ ପାକିଂ ପାଇଁ ବ୍ୟବସ୍ଥା ହୋଇଥିବା ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। The post ୨୮ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ appeared first on Dharitri Odia News.

୨୮ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୬।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ତାରିଖରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ରୁଟ ଲାଇନଠାରୁ ଆରମ୍ଭ କରି କାରକେଡ, ଟ୍ରାଫିକ ଓ ପାକିଂ ପାଇଁ ବ୍ୟବସ୍ଥା ହୋଇଥିବା ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।

The post ୨୮ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ appeared first on Dharitri Odia News.