୨୯ରେ ଖାର୍ଗେ, ୩୦ରେ ରାହୁଲ ଆସିବେ ଓଡ଼ିଶା
ଭୁବନେଶ୍ୱର,୨୬।୪: ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଛି। କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଆସନ୍ତା ୨୯ରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ସେହିପରି ୩୦ରେ ଏମ୍ପି ରାହୁଲ ଗାନ୍ଧୀ ଓଡ଼ିଶା ଆସିବେ। ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି। ଖାର୍ଗେ ମେ ୨୯, ଦିନ ୧୧ଟାରେ ବାଲେଶ୍ୱର ଏବଂ ପରେ ଅପରାହ୍ନ ୩ଟାରେ ଚାନ୍ଦବାଲିରେ ସଭା କରିବେ। ମେ ୩୦, ୧୧ଟାରେ […] The post ୨୯ରେ ଖାର୍ଗେ, ୩୦ରେ ରାହୁଲ ଆସିବେ ଓଡ଼ିଶା appeared first on Dharitri Odia News.
ଭୁବନେଶ୍ୱର,୨୬।୪: ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଛି। କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଆସନ୍ତା ୨୯ରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ସେହିପରି ୩୦ରେ ଏମ୍ପି ରାହୁଲ ଗାନ୍ଧୀ ଓଡ଼ିଶା ଆସିବେ।
ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି। ଖାର୍ଗେ ମେ ୨୯, ଦିନ ୧୧ଟାରେ ବାଲେଶ୍ୱର ଏବଂ ପରେ ଅପରାହ୍ନ ୩ଟାରେ ଚାନ୍ଦବାଲିରେ ସଭା କରିବେ। ମେ ୩୦, ୧୧ଟାରେ ସିମୁଳିଆ ସାନମହିତପୁରରେ ରାହୁଲ ସଭା କରିବାର କାର୍ଯ୍ୟକ୍ରମ ରହିଛି।
The post ୨୯ରେ ଖାର୍ଗେ, ୩୦ରେ ରାହୁଲ ଆସିବେ ଓଡ଼ିଶା appeared first on Dharitri Odia News.