୩ ଦିନ ହେଲା ଉପାସରେ ଲିଙ୍ଗରାଜ

ଭୁବନେଶ୍ବର,୧୫।୧: ୩ ଦିନ ହେଲାଣି ଉପାସରେ ରହିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସୋମବାର ସାରୁ ବୁଧବାର ସକାଳ ସୁଦ୍ଧା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଥିବା ସୂଚନା ମିଳିଛି। ଟ୍ରଷ୍ଟ ବୋର୍ଡ ବୈଠକ ଡାକି ସ୍ଥାୟୀ ସମାଧାନ ପାଇଁ ବ୍ରାହ୍ମଣ ନିଯୋଗ ପକ୍ଷରୁ ଦାବି କରାଯାଇଛି। ଏପରିକି ବ୍ରାହ୍ମଣ ନିଯୋଗ ପକ୍ଷରୁ ଆଇନ ମନ୍ତ୍ରୀଙ୍କ ମଧ୍ୟ ହସ୍ତକ୍ଷେପ ଲୋଡାଯାଇଛି। ବଡୁ ସେବାୟତ ଏବଂ ବ୍ରାହ୍ମଣ ନିଯୋଗ ବିବାଦରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି। The post ୩ ଦିନ ହେଲା ଉପାସରେ ଲିଙ୍ଗରାଜ appeared first on Dharitri Odia News.

୩ ଦିନ ହେଲା ଉପାସରେ ଲିଙ୍ଗରାଜ

ଭୁବନେଶ୍ବର,୧୫।୧: ୩ ଦିନ ହେଲାଣି ଉପାସରେ ରହିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସୋମବାର ସାରୁ ବୁଧବାର ସକାଳ ସୁଦ୍ଧା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଥିବା ସୂଚନା ମିଳିଛି।

ଟ୍ରଷ୍ଟ ବୋର୍ଡ ବୈଠକ ଡାକି ସ୍ଥାୟୀ ସମାଧାନ ପାଇଁ ବ୍ରାହ୍ମଣ ନିଯୋଗ ପକ୍ଷରୁ ଦାବି କରାଯାଇଛି। ଏପରିକି ବ୍ରାହ୍ମଣ ନିଯୋଗ ପକ୍ଷରୁ ଆଇନ ମନ୍ତ୍ରୀଙ୍କ ମଧ୍ୟ ହସ୍ତକ୍ଷେପ ଲୋଡାଯାଇଛି। ବଡୁ ସେବାୟତ ଏବଂ ବ୍ରାହ୍ମଣ ନିଯୋଗ ବିବାଦରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି।

The post ୩ ଦିନ ହେଲା ଉପାସରେ ଲିଙ୍ଗରାଜ appeared first on Dharitri Odia News.