୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ନୀଳଗିରିରୁ ସୁକାନ୍ତ ନାୟକ ଏବଂ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଥିବା ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ସେହିପରି ଦେବଗଡ଼ ‌ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଛି ବିଜେଡି। ଦେବଗଡ଼ […] The post ୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌ appeared first on Dharitri Odia News.

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ନୀଳଗିରିରୁ ସୁକାନ୍ତ ନାୟକ ଏବଂ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଥିବା ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି।

ସେହିପରି ଦେବଗଡ଼ ‌ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଛି ବିଜେଡି। ଦେବଗଡ଼ ବିଧାନସଭା ପ୍ରାର୍ଥୀ ଅରୁନ୍ଧତୀ ଦେବୀଙ୍କ ବଦଳରେ ରୋମାଞ୍ଚ ରଞ୍ଜନ ବିଶ୍ବାଳଙ୍କୁ  ଦଳ ପ୍ରାର୍ଥୀ କରିଛି।

The post ୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌ appeared first on Dharitri Odia News.