୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ ସେ ୪ସେଟ୍‌ ପ୍ରାର୍ଥତ୍ପତ୍ର ଜିଲା ନିର୍ବାଚନ କାର୍ଯ୍ୟାଳୟରୁ ନେଇଛନ୍ତି। ପ୍ରାର୍ଥତ୍ପତ୍ର ଦାଖଲ ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଆସନ୍ତା ୨ ତାରିଖରେ ଢେଙ୍କାନାଳ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରାର୍ଥୀ କୃଷ୍ଣଚନ୍ଦ୍ର ପାତ୍ର ତାଙ୍କର ପ୍ରାର୍ଥୀ ପତ୍ର ଦାଖଲ କରିବେ ବୋଲି […] The post ୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି appeared first on Dharitri Odia News.

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ ସେ ୪ସେଟ୍‌ ପ୍ରାର୍ଥତ୍ପତ୍ର ଜିଲା ନିର୍ବାଚନ କାର୍ଯ୍ୟାଳୟରୁ ନେଇଛନ୍ତି। ପ୍ରାର୍ଥତ୍ପତ୍ର ଦାଖଲ ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଆସନ୍ତା ୨ ତାରିଖରେ ଢେଙ୍କାନାଳ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରାର୍ଥୀ କୃଷ୍ଣଚନ୍ଦ୍ର ପାତ୍ର ତାଙ୍କର ପ୍ରାର୍ଥୀ ପତ୍ର ଦାଖଲ କରିବେ ବୋଲି ଭାଜପା କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

The post ୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି appeared first on Dharitri Odia News.