୩୧ଲକ୍ଷ ଟଙ୍କା ଅନିୟମିତତା ମାମଲା : ପୂର୍ବତନ ପ୍ୟାକ୍ସ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବରଗଡ଼, ୧୭।୩( ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଲଖନପୁର ପ୍ରାଥମିକ କୃଷି ସମବାୟ ସମିତିର ପୂର୍ବତନ ସମ୍ପାଦକ ଧୃବଚରଣ ସାହୁଙ୍କୁ ସୋମବାର ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୋଧରେ ୩୧ଲକ୍ଷ ୪୭ହଜାର ୬୮୫ ଟଙ୍କା ଅନିୟମିତତା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଏହାର ତଦନ୍ତ କରି ତାଙ୍କୁ ଗିରଫ କରିଛି। ଘଟଣାଟି ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। The post ୩୧ଲକ୍ଷ ଟଙ୍କା ଅନିୟମିତତା ମାମଲା : ପୂର୍ବତନ ପ୍ୟାକ୍ସ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ appeared first on Dharitri Odia News.

୩୧ଲକ୍ଷ ଟଙ୍କା ଅନିୟମିତତା ମାମଲା : ପୂର୍ବତନ ପ୍ୟାକ୍ସ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବରଗଡ଼, ୧୭।୩( ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଲଖନପୁର ପ୍ରାଥମିକ କୃଷି ସମବାୟ ସମିତିର ପୂର୍ବତନ ସମ୍ପାଦକ ଧୃବଚରଣ ସାହୁଙ୍କୁ ସୋମବାର ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୋଧରେ ୩୧ଲକ୍ଷ ୪୭ହଜାର ୬୮୫ ଟଙ୍କା ଅନିୟମିତତା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଏହାର ତଦନ୍ତ କରି ତାଙ୍କୁ ଗିରଫ କରିଛି। ଘଟଣାଟି ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।

The post ୩୧ଲକ୍ଷ ଟଙ୍କା ଅନିୟମିତତା ମାମଲା : ପୂର୍ବତନ ପ୍ୟାକ୍ସ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ appeared first on Dharitri Odia News.