୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭ ଜଣଙ୍କ ନାଁରେ ଅପରାଧିକ ମାମଲା, ୬ ଜଣଙ୍କ ନାଁରେ ହତ୍ୟା, ହତ୍ୟା ଉଦ୍ୟମ, ଠକେଇ, ଲାଞ୍ଚ ନେବା ମାମଲା ରହିଛି। ସେହିପରି ୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, ମାଳବିକା ଦେବୀ ସବୁଠୁ ଧନୀ। କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକାଙ୍କ ସମ୍ପତ୍ତି ୪୧ କୋଟି ୯୮ ଲକ୍ଷ।   The post ୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ appeared first on Dharitri Odia News.

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭ ଜଣଙ୍କ ନାଁରେ ଅପରାଧିକ ମାମଲା, ୬ ଜଣଙ୍କ ନାଁରେ ହତ୍ୟା, ହତ୍ୟା ଉଦ୍ୟମ, ଠକେଇ, ଲାଞ୍ଚ ନେବା ମାମଲା ରହିଛି। ସେହିପରି ୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, ମାଳବିକା ଦେବୀ ସବୁଠୁ ଧନୀ। କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକାଙ୍କ ସମ୍ପତ୍ତି ୪୧ କୋଟି ୯୮ ଲକ୍ଷ।

 

The post ୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ appeared first on Dharitri Odia News.