୪ ବର୍ଷ ଭିତରେ ମେଟ୍ରୋରେ ଯିବେ ଟ୍ୱିନସିଟି ବାସିନ୍ଦା
ବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଲାଗି ପଡ଼ିଲା ଭିତ୍ତିପ୍ରସ୍ତର। ଆଜି ନୂଆବର୍ଷର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବହୁ ପ୍ରତିକ୍ଷୀତ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସକାଳୁ ଭୁବନେଶ୍ୱର ବିମାନବନ୍ଦରସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ ପରେ ରୋଡ୍ ସୋ’ କରି ମୁଖ୍ୟମନ୍ତ୍ରୀ ପହଞ୍ଚିଥିଲେ ବାରଙ୍ଗ ନିକଟସ୍ଥ ରତାଗଡ଼ ଲେଙ୍କାସାହିରେ ।