୪ମାସରେ ବ୍ରାଉନସୁଗର କାରବାର ମାମଲାରେ ୮୦ଗିରଫ
କମିଶନରେଟ ପୋଲିସ ପକ୍ଷରୁ ଆରମ୍ଭ କରାଯାଇଥିବା “ଅପରେସନ ହ୍ବାଇଟ ସ୍ପାଇଡର” ମାଧ୍ୟମରେ ଚଳିତ ବର୍ଷ ଜାନୁଆରି ମାସରୁ ଏପ୍ରିଲ ୩୦ ତାରିଖ ସୁଦ୍ଧା ୪୬ଟି ବେଆଇନ ବ୍ରାଉନସୁଗର କାରବାର ଜନିତ ମାମଲାରେ ମୋଟ ୮୦ ଜଣ ନିଶା ବେପାରୀଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ।