୪୨.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ରାଜ୍ୟର ସବୁଠାରୁ ଉତ୍ତପ୍ତ, ୪୦ ଡିଗ୍ରୀ ଉପରେ ୧୮ ସହର

ଭୁବନେଶ୍ୱର : ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ ରାଜ୍ୟବାସୀ ଅତିଷ୍ଠ । ୪୨.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର । ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି ୧୮ ସହରର ତାପମାତ୍ରା । ୪ ଦିନ ଯାଏ ତାତିରୁ ନିସ୍ତାର ନାହିଁ  । ବିଭିନ୍ନ ସ୍ଥାନରେ ୪୦ ଉପରେ ପାରଦ ସମ୍ଭାବନା । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦିନ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ  ।  ଏହାପରେ […] The post ୪୨.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ରାଜ୍ୟର ସବୁଠାରୁ ଉତ୍ତପ୍ତ, ୪୦ ଡିଗ୍ରୀ ଉପରେ ୧୮ ସହର appeared first on KNews Odisha.

୪୨.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ରାଜ୍ୟର ସବୁଠାରୁ ଉତ୍ତପ୍ତ, ୪୦ ଡିଗ୍ରୀ ଉପରେ ୧୮ ସହର
temperture

ଭୁବନେଶ୍ୱର : ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ ରାଜ୍ୟବାସୀ ଅତିଷ୍ଠ । ୪୨.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର । ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି ୧୮ ସହରର ତାପମାତ୍ରା । ୪ ଦିନ ଯାଏ ତାତିରୁ ନିସ୍ତାର ନାହିଁ  । ବିଭିନ୍ନ ସ୍ଥାନରେ ୪୦ ଉପରେ ପାରଦ ସମ୍ଭାବନା ।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦିନ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ  ।  ଏହାପରେ ୩ ଦିନ ଧରି ଅଧିକାଂଶ ସ୍ଥାନରେ ତାପମାତ୍ରା ୨ରୁ ୪ଡିଗ୍ରୀ ସେଲସିୟସ ବୃଦ୍ଧି ରହିବାର ସମ୍ଭାବନା ରହିଛି  । ଆସନ୍ତାକାଲି ହିଟୱେଭ ପାଇଁ ବାଲେଶ୍ବର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  । ସେହିପରି ଗରମ ଓ ଗୁଳୁଗୁଳି ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି  ।

The post ୪୨.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ରାଜ୍ୟର ସବୁଠାରୁ ଉତ୍ତପ୍ତ, ୪୦ ଡିଗ୍ରୀ ଉପରେ ୧୮ ସହର appeared first on KNews Odisha.