୪୪ ବର୍ଷ ବିତିଥିଲେ ବି ପଡ଼ାବାସୀଙ୍କୁ ମିଳୁନି ସ୍ଥାୟୀ ପଟ୍ଟା, ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଦେଲେ ଧାରଣା

କର୍ଲାମୁଣ୍ଡା,୩୦ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ରେଗଡ଼ା କଲୋନୀ ପଡ଼ାବାସୀ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ସୂଚନା ମତେ ରେଗଡ଼ା କଲୋନୀ ପଡ଼ାବାସୀ କଲୋନୀପଡ଼ାରେ ବସବାସ କରିବାର ୪୪ବର୍ଷ ବିତିଯାଇଥିଲେ ମଧ୍ୟ ଏମାନେ ସ୍ଥାୟୀ ପଟ୍ଟା ପାଇ ପାରୁ ନ ଥିବାରୁ ଧାରଣାରେ ବସିଥିବା କଲୋନୀପଡ଼ାବାସୀ ବେଣୁଧର କୁମାର କହିଛନ୍ତି। ତେବେ ଖବର ଲେଖା ପର୍ଯ୍ୟନ୍ତ ପ୍ରଶାସନ ଧାରଣାସ୍ଥଳରେ ପହଞ୍ଚି ନ ଥିବା ଜଣାପଡ଼ିଛି। The post ୪୪ ବର୍ଷ ବିତିଥିଲେ ବି ପଡ଼ାବାସୀଙ୍କୁ ମିଳୁନି ସ୍ଥାୟୀ ପଟ୍ଟା, ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଦେଲେ ଧାରଣା appeared first on Dharitri Odia News.

୪୪ ବର୍ଷ ବିତିଥିଲେ ବି ପଡ଼ାବାସୀଙ୍କୁ ମିଳୁନି ସ୍ଥାୟୀ ପଟ୍ଟା, ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଦେଲେ ଧାରଣା

କର୍ଲାମୁଣ୍ଡା,୩୦ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ରେଗଡ଼ା କଲୋନୀ ପଡ଼ାବାସୀ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ସୂଚନା ମତେ ରେଗଡ଼ା କଲୋନୀ ପଡ଼ାବାସୀ କଲୋନୀପଡ଼ାରେ ବସବାସ କରିବାର ୪୪ବର୍ଷ ବିତିଯାଇଥିଲେ ମଧ୍ୟ ଏମାନେ ସ୍ଥାୟୀ ପଟ୍ଟା ପାଇ ପାରୁ ନ ଥିବାରୁ ଧାରଣାରେ ବସିଥିବା କଲୋନୀପଡ଼ାବାସୀ ବେଣୁଧର କୁମାର କହିଛନ୍ତି। ତେବେ ଖବର ଲେଖା ପର୍ଯ୍ୟନ୍ତ ପ୍ରଶାସନ ଧାରଣାସ୍ଥଳରେ ପହଞ୍ଚି ନ ଥିବା ଜଣାପଡ଼ିଛି।

The post ୪୪ ବର୍ଷ ବିତିଥିଲେ ବି ପଡ଼ାବାସୀଙ୍କୁ ମିଳୁନି ସ୍ଥାୟୀ ପଟ୍ଟା, ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଦେଲେ ଧାରଣା appeared first on Dharitri Odia News.