୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍ ଓ୍ବେଭ ଆଲର୍ଟ
ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ ସାରା ଓଡିଶା । ରାଜ୍ୟରେ ସିଭିୟର ହିଟୱେଭ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ତିନି ଦିନ ପ୍ରବଳ ହିଟ ୱେଭ ନେଇ ସତର୍କତା ଜାରି ହୋଇଛି । ରାଜ୍ୟରେ ତାତି ୪୫ ଟପିପାରେ ବୋଲି ବିଭାଗ କହିଛି। ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର […] The post ୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍ ଓ୍ବେଭ ଆଲର୍ଟ appeared first on Dharitri Odia News.
ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ ସାରା ଓଡିଶା । ରାଜ୍ୟରେ ସିଭିୟର ହିଟୱେଭ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ତିନି ଦିନ ପ୍ରବଳ ହିଟ ୱେଭ ନେଇ ସତର୍କତା ଜାରି ହୋଇଛି । ରାଜ୍ୟରେ ତାତି ୪୫ ଟପିପାରେ ବୋଲି ବିଭାଗ କହିଛି।
ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ଆଜି ଭୁବନେଶ୍ୱରରେ ୪୩.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ଝାରସୁଗୁଡ଼ା ୪୨.୯, ଚାନ୍ଦବାଲି ୪୨.୨, ବାଲେଶ୍ୱର ୪୧.୪ ଡିଗ୍ରୀ ତାପମାତ୍ରା ରହିଛି।
The post ୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍ ଓ୍ବେଭ ଆଲର୍ଟ appeared first on Dharitri Odia News.