୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ ୧୫ଟି ସହରରେ ତାପମାତ୍ରା ୪୪ଡ଼ିଗ୍ରି କିମ୍ବା ତାଠାରୁ ଅଧିକ ରହିଛି। ଚଳିତ ବର୍ଷ ରାଜ୍ୟରେ ସର୍ବାଧିକ ତାପମାତ୍ରା ଆଜି ରେକର୍ଡ ହୋଇଛି। ବାରିପଦାରେ ସର୍ବାଧିକ ୪୬. ୪ ଡ଼ିଗ୍ରୀ, ବାଲେଶ୍ୱରରେ ୪୬ ଡ଼ିଗ୍ରୀ ଏବଂ ଭୁବନେଶ୍ୱରରେ ତାପମାତ୍ରା ୪୫.୪ ଡ଼ିଗ୍ରୀ ଛୁଇଁଛି। କେବଳ ସେତିକି ନୁହେଁ। ରାଜ୍ୟର ୨୯ଟି ସହରରେ […] The post ୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା appeared first on Dharitri Odia News.

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ ୧୫ଟି ସହରରେ ତାପମାତ୍ରା ୪୪ଡ଼ିଗ୍ରି କିମ୍ବା ତାଠାରୁ ଅଧିକ ରହିଛି। ଚଳିତ ବର୍ଷ ରାଜ୍ୟରେ ସର୍ବାଧିକ ତାପମାତ୍ରା ଆଜି ରେକର୍ଡ ହୋଇଛି। ବାରିପଦାରେ ସର୍ବାଧିକ ୪୬. ୪ ଡ଼ିଗ୍ରୀ, ବାଲେଶ୍ୱରରେ ୪୬ ଡ଼ିଗ୍ରୀ ଏବଂ ଭୁବନେଶ୍ୱରରେ ତାପମାତ୍ରା ୪୫.୪ ଡ଼ିଗ୍ରୀ ଛୁଇଁଛି। କେବଳ ସେତିକି ନୁହେଁ। ରାଜ୍ୟର ୨୯ଟି ସହରରେ ତାପମାତ୍ରା ୪୨ଡ଼ିଗ୍ରି କିମ୍ବା ତାଠାରୁ ଅଧିକ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ମିଳିଛି।

The post ୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା appeared first on Dharitri Odia News.