୫୩ ଲକ୍ଷରୁ ଅଧିକ ଟଙ୍କା ହଡ଼ପ ଅଭିଯୋଗ, ଦୁର୍ନୀତିଗ୍ରସ୍ତ ପୂର୍ବତନ PEOଙ୍କୁ ବାନ୍ଧିଲା ଭିଜିଲାନ୍ସ
ଭୁବନେଶ୍ୱର : ୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପିଇଓ । ସରକାରୀ ଟଙ୍କା ଆତ୍ମସାତ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ । କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ସରମୁଳି ପଞ୍ଚାୟତ ପୂର୍ବତନ ପିଇଓ ହେଲେ ଅକ୍ରୁର ମାଝୀ । ପଞ୍ଚାୟତର କାମ ନ କରି ୫୩ ଲକ୍ଷ ୩୮ ହଜାର ୮୦୯ ଟଙ୍କା ଘୋଟଲା କରିଥିଲେ । ତଦନ୍ତ ବେଳେ ଏ ନେଇ ଜଣା ପଡିବା ପରେ ଘଟଣାରେ ଅକ୍ରୁରଙ୍କୁ ଗିରଫ କରି ଫୁଲବାଣୀ ଭିଜିଲାନ୍ସ […] The post ୫୩ ଲକ୍ଷରୁ ଅଧିକ ଟଙ୍କା ହଡ଼ପ ଅଭିଯୋଗ, ଦୁର୍ନୀତିଗ୍ରସ୍ତ ପୂର୍ବତନ PEOଙ୍କୁ ବାନ୍ଧିଲା ଭିଜିଲାନ୍ସ appeared first on KNews Odisha.

ଭୁବନେଶ୍ୱର : ୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପିଇଓ । ସରକାରୀ ଟଙ୍କା ଆତ୍ମସାତ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ । କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ସରମୁଳି ପଞ୍ଚାୟତ ପୂର୍ବତନ ପିଇଓ ହେଲେ ଅକ୍ରୁର ମାଝୀ । ପଞ୍ଚାୟତର କାମ ନ କରି ୫୩ ଲକ୍ଷ ୩୮ ହଜାର ୮୦୯ ଟଙ୍କା ଘୋଟଲା କରିଥିଲେ । ତଦନ୍ତ ବେଳେ ଏ ନେଇ ଜଣା ପଡିବା ପରେ ଘଟଣାରେ ଅକ୍ରୁରଙ୍କୁ ଗିରଫ କରି ଫୁଲବାଣୀ ଭିଜିଲାନ୍ସ କୋର୍ଟ ପଠାଇଛି ଭିଜିଲାନ୍ସ ବିଭାଗ ।
ଆହୁରି ପଢ଼ନ୍ତୁ : ପାନୀୟ ଜଳ ବିକ୍ରି କରୁଥିବା ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନ ଉପରେ ରେଡ କଲା ସିଏମସି ଟିମ୍
The post ୫୩ ଲକ୍ଷରୁ ଅଧିକ ଟଙ୍କା ହଡ଼ପ ଅଭିଯୋଗ, ଦୁର୍ନୀତିଗ୍ରସ୍ତ ପୂର୍ବତନ PEOଙ୍କୁ ବାନ୍ଧିଲା ଭିଜିଲାନ୍ସ appeared first on KNews Odisha.