୬ ଦିନିଆ ଇଡି ରିମାଣ୍ଡରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ : ୬ ଦିନିଆ ଇଡି ରିମାଣ୍ଡରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀ ମଦ ନୀତି ଦୁର୍ନୀତିରେ ଗତକାଲି ଗିରଫ ହୋଇଥିଲେ କେଜ୍ରିୱାଲ। ଆଜି ତାଙ୍କୁ ରାଉଜ ଆଭେନ୍ୟୁ କୋର୍ଟରେ ହାଜର କରି ୧୦ଦିନ ରିମାଣ୍ଡ ପାଇଁ ଆବେଦନ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ସ୍ବତନ୍ତ୍ର ପିଏମଏଲଏ କୋର୍ଟ ୬ଦିନ ରିମାଣ୍ଡ ମଞ୍ଜୁର କରିଛନ୍ତି। ରିମାଣ୍ଡରେ ଯିବା ପରେ ସେ ଇସ୍ତଫା ହେବେ ନାହିଁ ବୋଲି କହିଛନ୍ତି ଅରବିନ୍ଦ କେଜ୍ରିୱାଲ। ସେ ସୁସ୍ଥ ଅଛନ୍ତି ଓ ଜେଲରେ […] The post ୬ ଦିନିଆ ଇଡି ରିମାଣ୍ଡରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ appeared first on KNews Odisha.

୬ ଦିନିଆ ଇଡି ରିମାଣ୍ଡରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ
kejriwal

ନୂଆଦିଲ୍ଲୀ : ୬ ଦିନିଆ ଇଡି ରିମାଣ୍ଡରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀ ମଦ ନୀତି ଦୁର୍ନୀତିରେ ଗତକାଲି ଗିରଫ ହୋଇଥିଲେ କେଜ୍ରିୱାଲ। ଆଜି ତାଙ୍କୁ ରାଉଜ ଆଭେନ୍ୟୁ କୋର୍ଟରେ ହାଜର କରି ୧୦ଦିନ ରିମାଣ୍ଡ ପାଇଁ ଆବେଦନ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।

ସ୍ବତନ୍ତ୍ର ପିଏମଏଲଏ କୋର୍ଟ ୬ଦିନ ରିମାଣ୍ଡ ମଞ୍ଜୁର କରିଛନ୍ତି। ରିମାଣ୍ଡରେ ଯିବା ପରେ ସେ ଇସ୍ତଫା ହେବେ ନାହିଁ ବୋଲି କହିଛନ୍ତି ଅରବିନ୍ଦ କେଜ୍ରିୱାଲ। ସେ ସୁସ୍ଥ ଅଛନ୍ତି ଓ ଜେଲରେ ରହି ସରକାର ଚଳାଇବେ ବୋଲି ଦମ୍ଭୋକ୍ତି ଦେଖାଇଛନ୍ତି। ସ୍ବତନ୍ତ୍ର ପିଏମଏଲଏ କୋର୍ଟରେ ହାଜର କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।

The post ୬ ଦିନିଆ ଇଡି ରିମାଣ୍ଡରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ appeared first on KNews Odisha.