୬ ବର୍ଷ ପରେ ଶ୍ରୀଲଙ୍କା ଗସ୍ତରେ ମୋଦି

କଲମ୍ବୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଥାଇଲ୍ୟାଣ୍ଡ ଗସ୍ତ ପରେ ଶ୍ରୀଲଙ୍କାରେ ପହଞ୍ଚିଛନ୍ତି। କଲମ୍ବୋର ବନ୍ଦରାନାଇକେ ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ସେଠାରେ ତାଙ୍କୁ ଶ୍ରୀଲଙ୍କାର ପାଞ୍ଚ ଜଣ ପ୍ରମୁଖ ମନ୍ତ୍ରୀ ସ୍ୱାଗତ ଜଣାଇଥିଲେ। ସେମାନଙ୍କ ମଧ୍ୟରେ ରହିଥିଲେ- ବୈଦେଶିକ ମନ୍ତ୍ରୀ ବିଜିତା ହେରାଥ, ସ୍ୱାସ୍ଥ୍ୟ ମନ୍ତ୍ରୀ ନଲିନ୍ଦା ଜୟତିସା, ମତ୍ସ୍ୟ ମନ୍ତ୍ରୀ ରାମଲିଙ୍ଗମ ଚନ୍ଦ୍ରଶେଖର ଏବଂ ଅନ୍ୟ ଦୁଇଜଣ ମନ୍ତ୍ରୀ। ୨୦୧୯ ପରେ ଏହା ପ୍ରଧାନମନ୍ତ୍ରୀଙ୍କର ପ୍ରଥମ ଶ୍ରୀଲଙ୍କା ଗସ୍ତ। ଏହି ଅବସରରେ […]

୬ ବର୍ଷ ପରେ ଶ୍ରୀଲଙ୍କା ଗସ୍ତରେ ମୋଦି

କଲମ୍ବୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଥାଇଲ୍ୟାଣ୍ଡ ଗସ୍ତ ପରେ ଶ୍ରୀଲଙ୍କାରେ ପହଞ୍ଚିଛନ୍ତି। କଲମ୍ବୋର ବନ୍ଦରାନାଇକେ ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା।

ସେଠାରେ ତାଙ୍କୁ ଶ୍ରୀଲଙ୍କାର ପାଞ୍ଚ ଜଣ ପ୍ରମୁଖ ମନ୍ତ୍ରୀ ସ୍ୱାଗତ ଜଣାଇଥିଲେ। ସେମାନଙ୍କ ମଧ୍ୟରେ ରହିଥିଲେ- ବୈଦେଶିକ ମନ୍ତ୍ରୀ ବିଜିତା ହେରାଥ, ସ୍ୱାସ୍ଥ୍ୟ ମନ୍ତ୍ରୀ ନଲିନ୍ଦା ଜୟତିସା, ମତ୍ସ୍ୟ ମନ୍ତ୍ରୀ ରାମଲିଙ୍ଗମ ଚନ୍ଦ୍ରଶେଖର ଏବଂ ଅନ୍ୟ ଦୁଇଜଣ ମନ୍ତ୍ରୀ। ୨୦୧୯ ପରେ ଏହା ପ୍ରଧାନମନ୍ତ୍ରୀଙ୍କର ପ୍ରଥମ ଶ୍ରୀଲଙ୍କା ଗସ୍ତ। ଏହି ଅବସରରେ ତାଙ୍କୁ ଇଣ୍ଡିପେଣ୍ଡେନ୍ସ ସ୍କୋୟାରରେ ଗାର୍ଡ ଅଫ୍ ଅନର ଦିଆଯାଇଥିଲା।