୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, କଟକ ବାରବାଟୀରୁ ଲଢିବେ…

ଭୁବନେଶ୍ୱର,୨।୫: ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ କଟକରୁ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବେଗୁନିଆରୁ ପ୍ରକାଶ ଚନ୍ଦ୍ର ରଣ ବିଜୁଳିଙ୍କୁ ଭାଜପା ଟିକେଟ୍‌ ଦେଇଛି। The post ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, କଟକ ବାରବାଟୀରୁ ଲଢିବେ… appeared first on Dharitri Odia News.

୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, କଟକ ବାରବାଟୀରୁ ଲଢିବେ…

ଭୁବନେଶ୍ୱର,୨।୫: ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ କଟକରୁ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବେଗୁନିଆରୁ ପ୍ରକାଶ ଚନ୍ଦ୍ର ରଣ ବିଜୁଳିଙ୍କୁ ଭାଜପା ଟିକେଟ୍‌ ଦେଇଛି।

The post ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, କଟକ ବାରବାଟୀରୁ ଲଢିବେ… appeared first on Dharitri Odia News.