୬ବର୍ଷ ବୟସରେ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୫।୨(ଅସମାପିକା ସାହୁ)- ୨୦୨୪-୨୫ ଶିକ୍ଷାବର୍ଷ ଆରମ୍ଭ ହେବ। ଏହା ପୂର୍ବରୁ ନାମଲେଖା ଆରମ୍ଭ ହେବ। ତେଣୁ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ୬ବର୍ଷ ବୟସ ହୋଇଥିବା ଆବଶ୍ୟକ। ଏହାକୁ ପାଳନ କରିବା ପାଇଁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ମନ୍ତ୍ରଣାଳୟ ପକ୍ଷରୁ ଏକ ଚିଠି ଲେଖି ଅବଗତ କରାଯାଇଛି। ନ୍ୟାସନାଲ ଏଜୁକେସନ ପଲିସି, ରାଇଟ ଟୁ ଏଜୁକେସନ ନିୟମାନୁସାରେ ଏହି ନାମଲେଖା ନିୟମକୁ ମାନିବା ପାଇଁ କୁହାଯାଇଛି। The post ୬ବର୍ଷ ବୟସରେ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ନିର୍ଦ୍ଦେଶ appeared first on Dharitri Odia News.

୬ବର୍ଷ ବୟସରେ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୫।୨(ଅସମାପିକା ସାହୁ)- ୨୦୨୪-୨୫ ଶିକ୍ଷାବର୍ଷ ଆରମ୍ଭ ହେବ। ଏହା ପୂର୍ବରୁ ନାମଲେଖା ଆରମ୍ଭ ହେବ। ତେଣୁ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ୬ବର୍ଷ ବୟସ ହୋଇଥିବା ଆବଶ୍ୟକ। ଏହାକୁ ପାଳନ କରିବା ପାଇଁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ମନ୍ତ୍ରଣାଳୟ ପକ୍ଷରୁ ଏକ ଚିଠି ଲେଖି ଅବଗତ କରାଯାଇଛି। ନ୍ୟାସନାଲ ଏଜୁକେସନ ପଲିସି, ରାଇଟ ଟୁ ଏଜୁକେସନ ନିୟମାନୁସାରେ ଏହି ନାମଲେଖା ନିୟମକୁ ମାନିବା ପାଇଁ କୁହାଯାଇଛି।

The post ୬ବର୍ଷ ବୟସରେ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ନିର୍ଦ୍ଦେଶ appeared first on Dharitri Odia News.