୮ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ

ଭୁବନେଶ୍ୱର,୭ା୫: ଆଜି ରାଜ୍ୟ କ୍ୟାବିନେଟର ଏକ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲାl ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମ କୁ ସୂଚନା ଦେଇଥିଲେ। ମୋଟ 5 ଟି ବିଭାଗର 8 ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଗୁଡ଼ିକ ଆଲୋଚନା ପରେ ଅନୁମୋଦନ କରାଯାଇଥିଲl l The post ୮ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ appeared first on Dharitri Odia News.

୮ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ

ଭୁବନେଶ୍ୱର,୭ା୫: ଆଜି ରାଜ୍ୟ କ୍ୟାବିନେଟର ଏକ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲାl ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମ କୁ ସୂଚନା ଦେଇଥିଲେ।

ମୋଟ 5 ଟି ବିଭାଗର 8 ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଗୁଡ଼ିକ ଆଲୋଚନା ପରେ ଅନୁମୋଦନ କରାଯାଇଥିଲl l

The post ୮ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ appeared first on Dharitri Odia News.