୮ରେ ବନ୍ଦ ରହିବ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ

ଭୁବନେଶ୍ୱର,୬।୭: ରବିବାର ବିଶ୍ୱପ୍ରଶିଦ୍ଧ ରଥଯାତ୍ରା। ଚଳିତବର୍ଷ ରଥଯାତ୍ରା ୨ଦିନ ହେଉଥିବାରୁ ଜୁଲାଇ ୮ ତାରିଖ ଛୁଟି ଘୋଷଣା କରାଯାଇଛି। ୮ ତାରିଖରେ ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନ ଓ ବେସରକାରୀ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ମଧ୍ୟ ବନ୍ଦ ରହିବ। ପୂର୍ବରୁ ୮ରେ ସମସ୍ତ ସ୍କୁଲ ଛୁଟି ପାଇଁ ନିର୍ଦ୍ଦେଶ ରହିଥିଲା। The post ୮ରେ ବନ୍ଦ ରହିବ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ appeared first on Dharitri Odia News.

୮ରେ ବନ୍ଦ ରହିବ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ

ଭୁବନେଶ୍ୱର,୬।୭: ରବିବାର ବିଶ୍ୱପ୍ରଶିଦ୍ଧ ରଥଯାତ୍ରା। ଚଳିତବର୍ଷ ରଥଯାତ୍ରା ୨ଦିନ ହେଉଥିବାରୁ ଜୁଲାଇ ୮ ତାରିଖ ଛୁଟି ଘୋଷଣା କରାଯାଇଛି। ୮ ତାରିଖରେ ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନ ଓ ବେସରକାରୀ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ମଧ୍ୟ ବନ୍ଦ ରହିବ। ପୂର୍ବରୁ ୮ରେ ସମସ୍ତ ସ୍କୁଲ ଛୁଟି ପାଇଁ ନିର୍ଦ୍ଦେଶ ରହିଥିଲା।

The post ୮ରେ ବନ୍ଦ ରହିବ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ appeared first on Dharitri Odia News.