୮ରେ ଭାଜପା ରାଜ୍ୟ ସଭାପତି ନିର୍ବାଚନ

ଭୁବନେଶ୍ୱର,୪ା୭: ଭାଜପା ରାଜ୍ୟ ସଭାପତି ନିର୍ବାଚନ ନେଇ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭାଜପା ରାଜ୍ୟ ସଭାପତି ନିର୍ବାଚନ ପାଇଁ ପୁନଃ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୬ରେ ବିଜ୍ଞପ୍ତି ପ୍ରକାଶ ପାଇବ, ୭ରେ ନାମାଙ୍କନପତ୍ର ଦାଖଲ, ୮ରେ ରାଜ୍ୟ ସଭାପତି ପାଇଁ ଭୋଟ୍‌ ହେବ। ଏନେଇ ସୂଚନା ଦେଇଛନ୍ତି ସହ ନିର୍ବାଚନ ଅଧିକାରୀ ଯତିନ ମହାନ୍ତି। The post ୮ରେ ଭାଜପା ରାଜ୍ୟ ସଭାପତି ନିର୍ବାଚନ appeared first on Dharitri Odia News.

୮ରେ ଭାଜପା ରାଜ୍ୟ ସଭାପତି ନିର୍ବାଚନ

ଭୁବନେଶ୍ୱର,୪ା୭: ଭାଜପା ରାଜ୍ୟ ସଭାପତି ନିର୍ବାଚନ ନେଇ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭାଜପା ରାଜ୍ୟ ସଭାପତି ନିର୍ବାଚନ ପାଇଁ ପୁନଃ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୬ରେ ବିଜ୍ଞପ୍ତି ପ୍ରକାଶ ପାଇବ, ୭ରେ ନାମାଙ୍କନପତ୍ର ଦାଖଲ, ୮ରେ ରାଜ୍ୟ ସଭାପତି ପାଇଁ ଭୋଟ୍‌ ହେବ। ଏନେଇ ସୂଚନା ଦେଇଛନ୍ତି ସହ ନିର୍ବାଚନ ଅଧିକାରୀ ଯତିନ ମହାନ୍ତି।

The post ୮ରେ ଭାଜପା ରାଜ୍ୟ ସଭାପତି ନିର୍ବାଚନ appeared first on Dharitri Odia News.