୯ମ ଓ ୧୦ମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ଏହି ଘୋଷଣା।
୯ମ ଓ ୧୦ମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ। ଆଜି କଟକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ଏହି ଘୋଷଣା।