୯୨ ବର୍ଷ ବୟସରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ

ଭାରତରେ ଆର୍ଥିକ ସଂସ୍କାରର ପ୍ରମୁଖ ବିନ୍ଧାଣି, ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କଗୁରୁବାର ରାତି ପରଲୋକ ଘଟିଛି। ତାଙ୍କୁ ୯୨ ବର୍ଷ ହୋଇଥିଲା। ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଆଜି ରାତି ୮ଟା ୬ ମିନିଟ୍‌ରେ ଦିଲ୍ଲୀ ଏମ୍‌ସର ଜରୁରିକାଳୀନ ବିଭାଗରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ରାତି ୯ଟା ୫୧ ମିନିଟ୍‌ରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମନମୋହନଙ୍କ ବିୟୋଗରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। The post ୯୨ ବର୍ଷ ବୟସରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ appeared first on Odisha.News.

୯୨ ବର୍ଷ ବୟସରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ

ଭାରତରେ ଆର୍ଥିକ ସଂସ୍କାରର ପ୍ରମୁଖ ବିନ୍ଧାଣି, ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କଗୁରୁବାର ରାତି ପରଲୋକ ଘଟିଛି। ତାଙ୍କୁ ୯୨ ବର୍ଷ ହୋଇଥିଲା। ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଆଜି ରାତି ୮ଟା ୬ ମିନିଟ୍‌ରେ ଦିଲ୍ଲୀ ଏମ୍‌ସର ଜରୁରିକାଳୀନ ବିଭାଗରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ରାତି ୯ଟା ୫୧ ମିନିଟ୍‌ରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମନମୋହନଙ୍କ ବିୟୋଗରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି।

The post ୯୨ ବର୍ଷ ବୟସରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ appeared first on Odisha.News.