୯୭୭ ଅଧ୍ୟାପକ, ୮୭ ଅଧିକାରୀ, ୫୭ କମର୍ଚାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୩(ଅସମାପିକା ସାହୁ): ଶୁକ୍ରବାର ମୋଟ୍‌ ୧୧୫୨ ନୂଆ ଅଧ୍ୟାପକ, ଅଧିକାରୀ ଏବଂ କର୍ମଚାରୀଙ୍କୁ ନିଯୁକ୍ତି ମିଳିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିଛନ୍ତି। ଯେଉଁଥିରେ ୯୭୭ ଅଧ୍ୟାପକ, ୮୭ ପଞ୍ଚାୟତ ଉନ୍ନୟନ ଅଧିକାରୀ ଏବଂ ୫୭ ସମବାୟ ସମିତି ନିରୀକ୍ଷକ, ସୂଚନା ଓ ଲୋକସମ୍ପର୍କର ୩୧ ଜଣ କର୍ମଚାରୀକୁ ନିଯୁକ୍ତି ମିଳିଛି। ନିଜ ନିଜ ଚାକିରି କ୍ଷେତ୍ରରେ ୫-ଟି ଉପକ୍ରମରେ ଲୋକଙ୍କ ସେବା କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ନିଷ୍ଠାର ସହ କାମ […] The post ୯୭୭ ଅଧ୍ୟାପକ, ୮୭ ଅଧିକାରୀ, ୫୭ କମର୍ଚାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

୯୭୭ ଅଧ୍ୟାପକ, ୮୭ ଅଧିକାରୀ, ୫୭ କମର୍ଚାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୩(ଅସମାପିକା ସାହୁ): ଶୁକ୍ରବାର ମୋଟ୍‌ ୧୧୫୨ ନୂଆ ଅଧ୍ୟାପକ, ଅଧିକାରୀ ଏବଂ କର୍ମଚାରୀଙ୍କୁ ନିଯୁକ୍ତି ମିଳିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିଛନ୍ତି। ଯେଉଁଥିରେ ୯୭୭ ଅଧ୍ୟାପକ, ୮୭ ପଞ୍ଚାୟତ ଉନ୍ନୟନ ଅଧିକାରୀ ଏବଂ ୫୭ ସମବାୟ ସମିତି ନିରୀକ୍ଷକ, ସୂଚନା ଓ ଲୋକସମ୍ପର୍କର ୩୧ ଜଣ କର୍ମଚାରୀକୁ ନିଯୁକ୍ତି ମିଳିଛି। ନିଜ ନିଜ ଚାକିରି କ୍ଷେତ୍ରରେ ୫-ଟି ଉପକ୍ରମରେ ଲୋକଙ୍କ ସେବା କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ନିଷ୍ଠାର ସହ କାମ କରି ରାଜ୍ୟର ଉନ୍ନତିରେ ଭାଗିଦାର ହେବାକୁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତମାନଙ୍କୁ ପରାମର୍ଶ ଦେଇଛନ୍ତି।

The post ୯୭୭ ଅଧ୍ୟାପକ, ୮୭ ଅଧିକାରୀ, ୫୭ କମର୍ଚାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.