ୱକ୍ଫ ସଂଶୋଧନ ବିଲ୍: ଆଭିମୁଖ୍ୟ ବଦଳାଇଲା ବିଜେଡି
ରାଜ୍ୟସଭାରେ ୱକ୍ଫ ସଂଶୋଧନ ବିଲ୍ ଆଲୋଚନା ବେଳେ ବିଜେଡି ସାଂସଦଙ୍କ ବିରୋଧପରେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଥିଲା । ବିଜେଡି ରାଜ୍ୟସଭାରେ ଭୋଟିଂ ସମୟରେ ବିପକ୍ଷରେ ଭୋଟ ଦେଉଛି କିମ୍ବା ଓ୍ବାକ୍ ଆଉଟ୍ କରୁଛି ତା ଉପରେ ସମସ୍ତଙ୍କ ନଜର ରହିଥିଲା । କିନ୍ତୁ, ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କ ସୂଚନା ଏହି ଚର୍ଚ୍ଚାରେ ପୂର୍ଣ୍ଣଛେଦ ପକାଇଛି ।